Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

କୋଟିପତି ପ୍ରଧାନ ଶିକ୍ଷକଙ୍କୁ ଗିରଫ କଲା ଭିଜିଲାନ୍ସ

9/01/2020 at 9:11 AM

ଜୟପୁର ୯।୧:  ଭିଜିଲାନ୍ସ ଜାଲରେ ଉମରକୋଟ ବରଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ କୋଟିପତି ପ୍ରଧାନ ଶିକ୍ଷକଙ୍କୁ ଗିରଫ କରିଛି ଭିଜିଲାନ୍ସ । ବରଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରଂଜିତ କୁମାର ପାଣିଗ୍ରାହୀ ।

ରଞ୍ଜିତଙ୍କ ରାଇଘର ସ୍ଥିତ ବାସଭବନ, ଦୋକାନ, ଗୋଦାମ, ବାପା ମା’ ଓ ସାନ ଭାଇଙ୍କ ବାସଭବନ ସହ ବିଦ୍ୟାଳୟରେ ଏକକାଳୀନ ୫ଟି ଟିମର ଅଧିକାରୀ ଚଢାଉ କରିଥିଲେ । ଜୟପୁର ଡିଏସପି ସୁରେନ୍ଦ୍ର ନାଥ ପାଣିଗ୍ରାହୀଙ୍କ ନେତୃତ୍ଵରେ ଚାରିଜଣ ଡିଏସପିଙ୍କ ସହ ୪୦ ଜଣ ଏହି ଚଢାଉରେ ସାମିଲ ଥିଲେ ।

   Related Posts