Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ : ଭାରତ ପୁଣି ବଢାଇଲା ସହଯୋଗର ହାତ, ବାହାରିନ୍‌ ଓ ଶ୍ରୀଲଙ୍କାକୁ ପଠାଇଲା କୋଭିସିଲ୍ଡ ଟିକା
  • ||
  • କେମ୍ରୁନରେ ଗ୍ୟାସ ବୋଝେଇ ଟ୍ରକ ସହ ଧକ୍କା ପରେ ଜଳିଗଲା ବସ୍ : ୫୩ ମୃତ, ୨୯ ଗୁରୁତର
  • ||
  • ଶେଷ ହେବ କୃଷକ ଆନ୍ଦୋଳନ ! ସଙ୍ଗଠନରେ ଫାଟ, ଯୋଗେନ୍ଦ୍ର ଯାଦବ ଓ ଟିକୈତଙ୍କ ସମେତ ୩୭ ଚାଷୀଙ୍କ ଉପରେ ପଡିବ ଚଡକ
  • ||
  • ଖଲ୍ଲିକୋଟ : ଫାଟିଗଲା କାର୍ ଚକା, ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ; ଜଣେ ମୃତ, ୨ ଆହତ
  • ||
  • ବୌଦ୍ଧ : ହାଇଓ୍ୱାକୁ ପଛ ପଟୁ ପିଟିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ୪୦ ଯାତ୍ରୀ
  • ||
  • ଫେବୃଆରୀ ପାଇଁ କୋଭିଡ୍ ଗାଇଡ୍ଲାଇନ୍: ଏବେ ସିନେମା ହଲ୍ରେ ବସି ପାରିବେ ୫୦%ରୁ ଅଧିକ ଦର୍ଶକ, ସଭିଙ୍କ ପାଇଁ ଖୋଲିଲା ସ୍ଵିମିଂ ପୁଲ୍
  • ||

କୋଭିଡ୍‌ରେ ପ୍ରାଣ ହରାଇଥିବା କାର୍ଯ୍ୟରତ ପ୍ରଧାନ ଶିକ୍ଷକଙ୍କ ବିୟୋଗରେ ଶୋକ ସଭା

15/10/2020 at 6:44 PM

ସାନଖେମୁଣ୍ଡି ୧୫/୧୦ : ଗଂଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଅଧିନସ୍ଥ ଫାଶୀଗୁଡା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ ପୂର୍ଣ୍ଣଚନ୍ଦ୍ର ପାଢ଼ୀଙ୍କ ଆଜି ପରଲୋକ ଘଟିଛି। ସେ କରୋନା ଭାଇରସ ସଂକ୍ରମଣ ସମୟରେ କୋଭିଡ ଯୋଦ୍ଧା ଭାବେ କାର୍ଯ୍ୟ କରି ଆସୁଥିଲେ। ସେ ଜଣେ ଛାତ୍ର ବତ୍ସଳ ଆଉ ଆଦର୍ଶ ଶିକ୍ଷକ ଭାବେ ବେଶ ଜଣାଶୁଣା ଥିଲେ। ତାଙ୍କ ବିୟୋଗରେ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ଆଜି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ସ୍ବର୍ଗତ ଶିକ୍ଷକଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ଶୋକ ସଭା କରାଯାଇଥିଲା। ସମିତିସଭ୍ୟ ଶିବରାମ ପ୍ରଧାନ, ସରପଞ୍ଚ ଦିଲ୍ଲୀପ ସେଠୀ, ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ଟୁନା ରଣା, ଗ୍ରାମ୍ୟ ରୋଜଗାର ସେବକ ବାବୁଲା ବିଷୋୟୀ ପ୍ରମୁଖଙ୍କ ସମେତ ୧୫ ଗତ ୱାର୍ଡର ୱାର୍ଡ ସଭ୍ୟ ଏବଂ ଆଙ୍ଗନବାଡ଼ି କର୍ମୀମାନେ ଉପସ୍ଥିତ ଥିଲେ।

   Related Posts