Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : ଛିଡିଲାନି ଭାଗବଣ୍ଟା, ଦୁଇ ପିସ୍ ମାଂସ ପାଇଁ ଆତ୍ମହତ୍ୟା କଲେ ଭଉଣୀ
  • ||
  • କଟକ : ରେଭେନ୍ସା ବିଶ୍ବବିଦ୍ୟାଳୟର ନୂତନ କୁଳପତି ହେଲେ ପ୍ରଫେସର ସଞ୍ଜୟ ନାୟକ
  • ||
  • ଭୁବନେଶ୍ବର : ନାବାଳିକା ଗଣଦୁଷ୍କର୍ମ ମାମଲା, ଅପ୍ରେଲ ୫ରେ ଚୂଡାନ୍ତ ଶୁଣାଣି
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୪ କୋଭିଡ୍ ସଂକ୍ରମିତ, ୩୩୪୦୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ମେ’ ରେ ହେବ କଂଗ୍ରେସର ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ, ସିଡବ୍ଲ୍ୟୁସି ବୈଠକ ପରେ ବଡ ଘୋଷଣା କଲା ଦଳ
  • ||
  • ହୁ ହୁ ହୋଇ ବଢୁଛି ତୈଳଦର, ମୁମ୍ବାଇରେ ୯୧ ଟଙ୍କା ଉପରେ ପେଟ୍ରୋଲ ଦାମ୍
  • ||
  • ରାଉରକେଲା : ନିଆଁ ପୁଇଁବା ହେଲା କାଳ, ଦଳିଦେଲା ଦନ୍ତା, ଚାଲିଗଲା ଜୀବନ
  • ||
  • ଝଲସିବ ଅର୍କ କ୍ଷେତ୍ର : ନୂଆ ରୂପ ପାଇବ କୋଣାର୍କ ସୂର୍ଯ୍ୟ ମନ୍ଦିର, ପର୍ଯ୍ୟଟକଙ୍କୁ ମିଳିବ ବିଶ୍ୱସ୍ତରୀୟ ସୁବିଧା
  • ||
  • ଆଜି ବସୁଛି କଂଗ୍ରେସର ସିଡବ୍ଲ୍ୟୁସି ବୈଠକ, ଅଧ୍ୟକ୍ଷ ନିର୍ବାଚନ ନେଇ ହେବ ଆଲୋଚନା !
  • ||
  • ଏଥର ନିଜ ସ୍କୁଲରେ ଛାତ୍ରଛାତ୍ରୀ ଦେବେ ମାଟ୍ରିକ ପରୀକ୍ଷା, ୨ ଘଣ୍ଟାରେ ଲେଖିବାକୁ ପଡିବ ଉତ୍ତର
  • ||

ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ପ୍ରଧାନଶିକ୍ଷକ ଗିରଫ

10/03/2019 at 2:22 PM

ଫୁଲବାଣୀ ୧୦|୩ : କନ୍ଧମାଳରେ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ । କନ୍ଧମାଳ ଜିଲ୍ଲା ଫୁଲବାଣୀ ସଦର ଥାନା ପକନା ଗାଁ କନ୍ୟାଶ୍ରମରେ ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି । ଏ ନେଇ ପରିବାର ପକ୍ଷରୁ ସଦର ଥାନାରେ ଏତଲା ଦେବା ପରେ ଗତକାଲି ରାତିରେ ଅଭିଯୁକ୍ତ ପ୍ରଧାନ ଶିକ୍ଷକ କାଶିନାଥ ବେହେରାଙ୍କୁ ଗିରଫ କରିଛି ପୋଲିସ । ଘଟଣା ପରେ ଜିଲ୍ଲା ମଙ୍ଗଳ ଅଧିକାରୀ ଏବଂ ଚାଇଲ୍ଡ ଲାଇନ୍ ହସ୍ତକ୍ଷେପ କରି ତଦନ୍ତ କରୁଛନ୍ତି ।

ସେପଟେ ଭବାନୀପାଟଣାରେ ଦୁଇ ଜଣ ଛାତ୍ରୀଙ୍କୁ  ପ୍ରାଧାନ ଶିକ୍ଷକ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି । ଥାନାରେ ମାମଲା ରୁଜୁ ହେବା ପରେ ଅଭିଯୁକ୍ତ ପ୍ରଧାନ ଶିକ୍ଷକ ସୋମନାଥ ମଙ୍ଗରାଜଙ୍କୁ ଅଟକ ରଖିଛି ପୋଲିସ ।

   Related Posts