ବିଜେଡିର ରାଜ୍ୟସଭା ପ୍ରାର୍ଥୀ ଘୋଷଣା, ସଂତୃପ୍ତ ଓ ଦତ୍ତେଶ୍ୱର ନାଁରେ ମୋହନ ମାରିଲେ ସୁପ୍ରିମୋ ନବୀନ

NEWS7
healt-faceility-to-2300-people

ଭୁବନେଶ୍ୱର ୨୮।୦୨ : ପୁଣି ଚମକେଇଲେ ନବୀନ । ସବୁ ଚର୍ଚ୍ଚା ଏବଂ ଆଲୋଚନାରେ ପୂର୍ଣ୍ଣଚ୍ଛେଦ ପକାଇଲେ ବିଜେଡି ସୁପ୍ରିମୋ । ଆଗାମୀ ରାଜ୍ୟସଭା ନିର୍ବାଚନ ଲାଗି ବିଜେଡି ସୁପ୍ରିମୋ ୨ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛନ୍ତି । ୩ୟ ସିଟ୍ ପାଇଁ ଦଳର ବରିଷ୍ଠ ନେତା ସଂତୃପ୍ତ ମିଶ୍ରଙ୍କ ପ୍ରାର୍ଥୀ ଘୋଷଣା କରିଥିବା ବେଳେ ୪ର୍ଥ ଆସନ ପାଇଁ ଡଃ. ଦତ୍ତେଶ୍ୱର ହୋତାଙ୍କୁ ପ୍ରାର୍ଥୀ କରିଛି ବିଜେଡି ।