ori homes
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ‘କାଶ୍ମୀର ପଣ୍ଡିତଙ୍କ ହତ୍ୟାକାରୀକୁ କ୍ଷମା ନାହିଁ’ – ଉପ ରାଜ୍ୟପାଳ
  • ||
  • ଦେଶରେ ବଢୁଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୨୨୦୨ କରୋନା ପଜିଟିଭ୍
  • ||
  • ସନ୍ଧ୍ୟାରେ ପଞ୍ଜାବ ବନାମ ଦିଲ୍ଲୀ, ‘କର ବା ମର’ ସ୍ଥିତିରେ ଉଭୟ ଟିମ୍
  • ||
  • ରାଜ୍ୟରେ ଖସୁଛି କରୋନା, ୨୪ ଘଣ୍ଟାରେ ବାହାରିଲେ ୭ ପଜିଟିଭ୍
  • ||
  • ଚଣ୍ଡୀଖୋଲ: ଟ୍ରକକୁ ଧକ୍କା ଦେଲା ଟ୍ରକ୍: ଗାଡି ଆଗକୁ ଛିଟିକି ପଡିଲେ ଡ୍ରାଇଭର, ଚାଲିଗଲା ଜୀବନ
  • ||
  • କମିବ ଖରା, ବଢିବ ଗୁଳୁଗୁଳି : ଭିଜାଇବ କାଳବୈଶାଖି ବର୍ଷା
  • ||

ବହୁମୁଖୀ ସ୍ୱାସ୍ଥ୍ୟ କର୍ମୀ (ପୁରୁଷ) ଓ ମହିଳାଙ୍କ ପଦ ବଦଳିଲା

18/09/2018 at 5:51 PM

ଭୁବନେଶ୍ୱର ୧୮/୯ : ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅଧୀନରେ କାର୍ଯ୍ୟରତ ବହୁମୁଖୀ ସ୍ୱାସ୍ଥ୍ୟକର୍ମୀ(ପୁରୁଷ ଓ ମହିଳା)ଙ୍କ ପଦ ବଦଳିଲା | ଏଣିକି ବହୁମୁଖୀ ସ୍ୱାସ୍ଥ୍ୟକର୍ମୀମାନେ ବହୁମୁଖୀ ସ୍ୱାସ୍ଥ୍ୟ ସହାୟକ ରୂପେ ପରିଗଣିତ ହେବେ |
ସେହିପରି ବହୁମୁଖୀ ସ୍ୱାସ୍ଥ୍ୟକର୍ମୀ (ମହିଳା) ମାନେ ଏ.ଏନ.ଏମ. ଭାବେ ପରିଗଣିତ ହେବେ | ପ୍ରକାଶ ଥାଉକି ଏହି ଏମ.ପି.ଏଚ.ଡବ୍ଲୁ (ପୁରୁଷ ଓ ମହିଳା) ମାନେ ସେମାନଙ୍କ ପାସ ପରିବର୍ତ୍ତନ ନିମନ୍ତେ ଦାବି କରିଆସୁଥିଲେ | ସେମାନଙ୍କ ଅନୁରୋଧ ବିଚାରକୁ ନେଇ ସେମାନଙ୍କ ପଦ ପରିବର୍ତ୍ତନ କରାଯାଇଛି ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ଆଇନ, ସୂଚନା ଓ ଲୋକ ସମ୍ପର୍କ ମନ୍ତ୍ରୀ ପ୍ରତାପ ଜେନା ପ୍ରକାଶ କରିଛନ୍ତି |

   Related Posts