Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୋଖରୀରୁ ମିଳିଲା ନିଖୋଜ ଶିଶୁକନ୍ୟାର ମୃତଦେହ, ହତ୍ୟା ସନ୍ଦେହ
  • ||
  • ଶିକାରୀ ଗିରଫ, ୬ ମୃତ ବିଦେଶୀ ପକ୍ଷୀ ଜବତ
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ସଂକ୍ରମିତ, ୧୦୪୮୬୮୩ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୬୨୧ ମୃତ
  • ||
  • ମଝି ସମୁଦ୍ରରେ ଦୁର୍ଘଟଣା, ଧକ୍କା ହେଲା ୨ ଜାହାଜ
  • ||
  • ବାତ୍ୟାର ରୂପ ନେବ ଲଘୁଚାପ ! ଅନୁମାନ ଲଗାଇଲାଣି ଆଇଏମଡି, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ବାଘ ଗଣନା ବେଳେ ମିଳିଲା ମୃତଦେହ, ହତ୍ୟା ନା ଆତ୍ମହତ୍ୟା !
  • ||
  • ଶୀତ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ, ବିରୋଧିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||

ଏଣ୍ଡାମିକ୍ ଷ୍ଟେଜ୍‌ରେ କୋଭିଡ୍ ରହିବ : ସ୍ବାସ୍ଥ୍ୟ ନିର୍ଦ୍ଦେଶକ

25/10/2021 at 1:43 PM

ଭୁବନେଶ୍ବର ୨୫।୧୦: ରାଜ୍ୟରେ କୋଭିଡ୍ ସ୍ଥିତି ନେଇ ପ୍ରତିକ୍ରିୟା ରଖିଲେ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର । ସେ କହିଛନ୍ତି, ବାଣ ଫୁଟିଲେ ଲଙ୍ଗସକୁ ଇଫେକ୍ଟ କରିବ । ସଂକ୍ରମଣ ବଢିବା-କମିବା ଡାଇନାମିକ ପ୍ରୋସେସରେ ଚାଲିବ । ଆମେ ଏଣ୍ଡାମିକ୍ ଷ୍ଟେଜ୍ ରେ ଅଛୁ ।

ଭୁବନେଶ୍ବରରେ ପଜିଟିଭ୍ ସ୍ଥିତି ଉପର ତଳ ହୋଇ ପ୍ଲାଟୋ ଷ୍ଟେଜରେ ରହିଛି । ଟ୍ରାନ୍ସମିସନ ଭଳି ପରିବେଶ ସୄଷ୍ଟି କରିବାର ନାହିଁ । ଏଣ୍ଡାମିକ୍ ଷ୍ଟେଜରେ ମାନେ କୋଭିଡ୍ ରହିବ। ବୁଷ୍ଟର ଡୋଜର ଆବଶ୍ୟକତା ରହିଛି କିନ୍ତୁ ଟେକନିକାଲ କମିଟିର ଷ୍ଟଡି ରିପୋର୍ଟ ଆସିନି ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି ।

   Related Posts