Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଲେପୁର : ମକର ଯାତ୍ରାରୁ ନାବାଳିକାଙ୍କୁ ଟେକି ନେଇ ନଦୀପଠାରେ ଗଣଦୁଷ୍କର୍ମ, ଥାନାରେ ଏତଲା, ଭାଇରାଲ୍ ଭିଡିଓ ନେଇ ପୋଲିସର ଛାନଭିନ୍
  • ||
  • କେନ୍ଦ୍ରାପଡା : ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ, ସିଡିଏମ୍‌ଓଙ୍କ କାର୍ଯ୍ୟାଳୟ ଆଗରେ ମୃତଦେହ ରଖି ପରିବାର ଲୋକଙ୍କ ଧାରଣା
  • ||
  • ବୌଦ୍ଧ : ATMରୁ ବାହାରିଲା କାଗଜ ପେଷ୍ଟ ଥିବା ୨୦ଟି ୫ଶହ ଟଙ୍କିଆ ନୋଟ୍, ଫେରସ୍ତ ନେବାକୁ ମନାକଲା ବ୍ୟାଙ୍କ୍ !
  • ||
  • ଭୁବନେଶ୍ବର : ରାଜ୍ୟରେ ବୁଧବାରଠୁ ପୁଣି ଟିକାକରଣ, ଟିକା ନେବେ ବଳକା ୧ ଲକ୍ଷ ୭୩ ହଜାର ୬୩୬ ଜଣ ସ୍ଵାସ୍ଥ୍ୟକର୍ମୀ
  • ||
  • ସମ୍ବଲପୁର : କିନ୍ନରଙ୍କଠାରୁ ୩ବର୍ଷର ଶିଶୁ କନ୍ୟାକୁ ଉଦ୍ଧାର କଲା ଚାଇଲ୍ଡ ଲାଇନ୍, ଚୋରି ସନ୍ଦେହ
  • ||
  • ଭୁବନେଶ୍ବର : STF ପଞ୍ଝାରେ ଧଳା ଜହର ବେପାରୀ, କୋଟିଏରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ
  • ||
  • ନବରଙ୍ଗପୁର : ଚଳନ୍ତା କାର୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ଢେଙ୍କାନାଳ : ହାତୀ ପୁଣି ନେଲା ଆଉ ଜଣଙ୍କ ଜୀବନ, ଶୌଚ ହେବାକୁ ଯାଇଥିବା କଚାଡି ମାରିଲା ଦନ୍ତା
  • ||
  • ବଲାଙ୍ଗୀର : ବିଚାରାଧୀନ କଏଦୀ ମୃତ, ହତ୍ୟା ମାମଲାରେ ଥିଲେ ଅଭିଯୁକ୍ତ
  • ||
  • ଶହେ ତଳକୁ ଖସିଲା ଦୈନିକ ସଂକ୍ରମିତଙ୍କ ସଂଖ୍ୟା : ରାଜ୍ୟରେ ଚିହ୍ନଟ ହେଲେ ଆଉ ୯୯ କୋଭିଡ୍ ପଜିଟିଭ୍‌, ୩୩୪୫୨୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

ଜାନୁଆରୀ ଶେଷ ସୁଦ୍ଧା ରାଜ୍ୟରେ ପହଞ୍ଚିବ କରୋନା ଟିକା : ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ

4/01/2021 at 5:45 PM

ଝାରସୁଗୁଡା ୪।୧: ଜାନୁଆରୀ ଶେଷ ସୁଦ୍ଧା ଓଡିଶାରେ କରୋନା ଟିକା ପହଞ୍ଚିବ । ଏହା କହିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ । କୋଭିଡ୍ ଟିକା ଆସିବା ପୂର୍ବରୁ ଡ୍ରାଏ ରନ୍ ଶେଷ ହୋଇଛି ଓ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁସାରେ ପ୍ରଥମେ କରୋନା ଯୋଦ୍ଧାଙ୍କୁ ଦିଆଯିବା ପରେ ୬୦ବର୍ଷରୁ ଉର୍ଦ୍ଧ୍ବ ବ୍ୟକ୍ତିଙ୍କୁ ମାଗଣାରେ ଟିକା ଦିଆଯିବ ବୋଲି କହିବା ସହ ଅନ୍ୟମାନଙ୍କ କ୍ଷେତ୍ରରେ  କେନ୍ଦ୍ର ସରକାରଙ୍କ ଏସଓପି ଅନୁସାରେ ଟିକାକରଣ କରାଯିବ ବୋଲି ମନ୍ତ୍ରୀ କହିବା ସହ କେନ୍ଦ୍ର ସରକାରଙ୍କ ସହ ଆଲୋଚନା ଚାଲୁ ରହିଛି କହିଛନ୍ତି ।

   Related Posts