Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦିଲ୍ଲୀକୁ ମାତ୍‌ ଦେଲା ରାଜସ୍ଥାନ
  • ||
  • ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଅସୁସ୍ଥ
  • ||
  • କାଳିଠୁ କୋଣାର୍କ ମନ୍ଦିର ବନ୍ଦ
  • ||
  • ଗ୍ୟାଙ୍ଗଷ୍ଚର ହାଇଦର ଗିରଫ ।। ତେଲେଙ୍ଗାନାରୁ ଗିରଫ କଲା ପୋଲିସ ।। ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କ ସୂଚନା ।। ଏପ୍ରିଲ ୧୦ରେ କଟକ ଏସସିବି ମେଡିକାଲ କଲେଜ ହସ୍ପିଟାଲରୁ ହୋଇଯାଇଥିଲା ଫେରାର
  • ||
  • ଅନ୍ୟ ରାଜ୍ୟକୁ ବସ ସେବା ବନ୍ଦ, ୫୦ ପ୍ରତିଶତ କର୍ମଚାରୀରେ ଚାଲିବ ସରକାରୀ ଅଫିସ, କୋଚିଂ ସେଣ୍ଟରରେ ଅଫ୍‌ଲାଇନ୍‌ କ୍ଲାସ୍‌ ମନା । ବିବାହ ପାଇଁ ସର୍ବାଧିକ ୫୦ ଜଣ ଏବଂ ଅନ୍ତିମ ସଂସ୍କାର ପାଇଁ ଅତିବେଶୀରେ ୨୦ ଜଣଙ୍କୁ ଅନୁମତି
  • ||
  • ବାକି ୨୦ ଜିଲ୍ଲାର ସହରାଞ୍ଚଳରେ କାଲିଠୁ ନାଇଟ୍‌ କର୍ଫ୍ୟୁ
  • ||
  • ଛତିଶଗଡ଼ ସୀମାନ୍ତ ୧୦ ଜିଲ୍ଲାର ସହରାଞ୍ଚଳରେ ବଦଳିଲା ନାଇଟ୍‌ କର୍ଫ୍ୟୁ ସମୟ
  • ||
  • ରାଜ୍ୟରେ ଫେରିଲା କୋଭିଡ୍‌ କଟକଣା
  • ||
  • ୨୧ ଆଇଏଏସ୍‌ଙ୍କୁ କୋଭିଡ୍‌ ପର୍ଯ୍ୟବେକ୍ଷଣ ଦାୟିତ୍ୱ
  • ||
  • ୨୧ ଆଇଏଏସ୍‌ଙ୍କୁ କୋଭିଡ ପର୍ଯ୍ୟବେକ୍ଷକ ଦାୟିତ୍ବ
  • ||

ଆଗାମୀ ଦିନରେ ଆହୁରି ମେଡିକାଲ କଲେଜ ଖୋଲିବ : ସ୍ବାସ୍ଥ୍ୟମନ୍ତ୍ରୀ

7/07/2019 at 7:18 PM

ସମ୍ବଲପୁର ୭|୭:  ସମ୍ବଲପୁର ଗସ୍ତରେ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ । ଏହି ଅବସରରେ ମନ୍ତ୍ରୀ କହିଛନ୍ତି ଆସନ୍ତା ଦୁଇବର୍ଷ ମଧ୍ୟରେ, ଓଡିଶା ଡାକ୍ତର ବଳକା ରାଜ୍ୟ ହେବାକୁ ଯାଉଛି । ଆଗାମୀ ଦିନରେ ଆହୁରି ମେଡିକାଲ କଲେଜ ଖୋଲିବ । ରାଜ୍ୟ ସରକାର ଖୁବଶୀଘ୍ର ଏକ ନୂଆ ସ୍ବାସ୍ଥ୍ୟନୀତି ଆଣିବାକୁ ଯାଉଛନ୍ତି । ସରକାରୀ ମେଡିକାଲ କଲେଜରେ ପାଠ ପଢୁଥିବା ପିଲାମାନେ ପାସଆଉଟ ପରେ ଯେପରି ବାହାର ରାଜ୍ୟ ଓ ବିଦେଶକୁ ନଯିବେ ସେ ନେଇ ଆଇନ ଅଣାଯିବ ବୋଲି କହିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ।

   Related Posts