୫ ଦିନିଆ ଓଡ଼ିଶା ଆସିବେ ରାଷ୍ଟ୍ରପତି, ଭୁବନେଶ୍ୱରରେ ରହିବେ ଏଫ୍‌ ଏମ୍ ସମାବର୍ତ୍ତନରେ ସାମିଲ ହେବେ

NEWS7
health-minister-said-anm-will-appointment-in-qualification

ଭୁବନେଶ୍ୱର ୨୨/୦୧: ଫେବ୍ରୁଆରି ପ୍ରଥମ ସପ୍ତାହରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଫେବ୍ରୁଆରି ୨ ତାରିଖରୁ ୫ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି । ୨ରେ ଭୁବନେଶ୍ବରରେ ପହଞ୍ଚି ରାତ୍ରୀଯାପନ କରିବେ ରାଷ୍ଟ୍ରପତି । ୩ରେ ଫକୀରମୋହନ ୟୁନିଭର୍ସିଟି ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ । ୪ ତାରିଖରେ ଯାଜପୁରରେ ମା’ ବିରଜାଙ୍କ ଦର୍ଶନ କରିବେ ରାଷ୍ଟ୍ରପତି । ୫ ଓ ୬ ତାରିଖରେ ମୟୂରଭଞ୍ଜ ଜିଲ୍ଲାରେ ଏକାଧିକ କାର୍ଯ୍ୟକ୍ରମ ।