Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ହାତ ଟେକିଦେଲେ ବାଚସ୍ପତି, କହିଲେ- ଯଦି ସବୁ ସଦସ୍ୟ ଗୃହ ଚଲାଇବାକୁ ପ୍ରସ୍ତୁତ ନୁହଁନ୍ତି, ତେବେ ମୁଁ କ’ଣ କରିବି ?
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ପ୍ରସଙ୍ଗ : ଆସନ୍ତା ୧୦ରେ ବିଧାନସଭା ଘେରାଉ କରିବ ଛାତ୍ର କଂଗ୍ରେସ
  • ||
  • ପରଲୋକରେ ପଦ୍ମଶ୍ରୀ ନନ୍ଦ ସାର୍, ୧୦୪ ବର୍ଷରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ
  • ||
  • ଭୁବନେଶ୍ବର : ରିପୋର୍ଟ ଆସିବା ପରେ ନିୟମ ଅନୁସାରେ ଚାଷୀଙ୍କୁ କ୍ଷତିପୂରଣ ଦିଆଯିବ : ମନ୍ତ୍ରୀ ସୁଦାମ ମାରାଣ୍ଡି
  • ||
  • ଭୁବନେଶ୍ବର : ବିଡିଏ ଫେରାଇବ ସର୍ବକ୍ଷମା ଯୋଜନାର ଅଧିକ ଫାଇନ୍, ଆବେଦନର ଶେଷ ତାରିଖ ୧୦ ଡିସେମ୍ବର
  • ||
  • ଖୋର୍ଦ୍ଧା : ଭିଜିଲାନ୍ସ ହାତରେ ଧରାପଡିଲେ ନିର୍ବାହୀ ଯନ୍ତ୍ରୀ, ବିଲ୍ କରାଇ ଦେବାକୁ ଠିକାଦାରଙ୍କଠୁ ନେଉଥିଲେ ୧୦ ହଜାର
  • ||
  • ଟିଟିଲାଗଡ : ପୁରୀ-ଅଜମେର ଟ୍ରେନ୍‌ରେ ନିଆଁ, ଟ୍ରାକ୍‌ରେ ବ୍ରେକ୍ ଘସି ହୋଇ ଧୂଆଁ ବାହାରୁଥିଲା
  • ||
  • ରୋହିଙ୍ଗ୍ୟା ବିରୋଧୀ ହିଂସା ପାଇଁ ଫେସବୁକ ଦାୟୀ ! ୧୫୦ ବିଲିୟନ ପାଉଣ୍ଡର କ୍ଷତିପୂରଣ ଦେବାକୁ ମାମଲା
  • ||
  • କଳାହାଣ୍ଡି : ଇଚ୍ଛା ମୃତ୍ୟୁ ଆବେଦନକାରୀଙ୍କୁ ସାହା ହେଲା BSKY, ଯୋଜନାରେ ଆରମ୍ଭ ହେଲା ଚିକିତ୍ସା
  • ||
  • ତୁରେଇକେଲା ବ୍ଲକରେ ମାତିଲେ ୩୦ ଟିକିଆ ହାତୀପଲ, ଭାଙ୍ଗିଦେଲେ ଘର ଛପର
  • ||

ଯୋଗ୍ୟତାଭିିତ୍ତିରେ ଏଏନ୍‌ଏମ୍‌ଙ୍କୁ ମିଳିବ ନିଯୁକ୍ତି: ସ୍ବାସ୍ଥ୍ୟମନ୍ତ୍ରୀ

26/02/2021 at 1:09 PM

ଭୁବନେଶ୍ବର୨୬/୨: ଆନ୍ଦୋଳନରତ ଏଏନ୍‌ଏମ୍‌ ପ୍ରସଙ୍ଗରେ ଗୃହରେ ବିବୃତ୍ତି ରଖିଲେ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ। ରାଜ୍ୟରେ ୧୦୯୯  ଖାଲି ଥିବା ଏଏନ୍‌ଏମ୍‌ ପଦବୀରେ ନିଯୁକ୍ତ ଦିଆଯିବ। ଯୋଗ୍ୟତାଭିତ୍ତିରେ ଏହି ନିଯୁକ୍ତ ଦିଆଯିବ। କୋଭିଡ୍ ସମୟରେ କାର୍ଯ୍ୟ କରିଥିବା ସ୍ବାସ୍ଥ୍ୟ କର୍ମଚାରୀଙ୍କୁ ପ୍ରାଥମିକତା ଦିଆଯିବ। କୋଭିଡ୍‌ ସମୟରେ ଏଏନ୍‌ଏମ୍‌ଙ୍କୁ ସର୍ତ୍ତ ମୂଳକ ନିଯୁକ୍ତି ଦିଆଯାଇଥିଲା। ୧୦୯୯  ଖାଲି ପଡିଥିବା ପଦବୀ​‌ରେ ଏଏନ୍‌ଏମ୍‌ଙ୍କୁ ନିଯୁକ୍ତି ଦିଆଯିବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ନିଜ ବିବୃତ୍ତିରେ କହିଛନ୍ତି।

ଆଜି ଗୃହରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଦୀର୍ଘଦିନ ହେଲା ମଣ୍ଡିରେ ଧାନ ପଡି ରହିଛି। ତୁରନ୍ତ ଧାନ ଉଠାଇବାକୁ ସରକାରଙ୍କ ନିକଟରେ ଦାବି କରିଛନ୍ତି ବିରୋଧୀ ଦଳର ବିଧାୟକ ସୁବା​‌ଷ ପାଣିଗ୍ରାହୀ। ଏ ପ୍ରସ୍ତାବରେ ସରକାର ରାଜି ନହେଲେ, ଗୃହରେ ଆତ୍ମହତ୍ୟା କରିବେ ବୋଲି ସୁବାଷ ପାଣିଗ୍ରାହୀ ଧମକ ଦେଇଛନ୍ତି। ସେହିପରି କଂଗ୍ରେସର ବିଧାୟକ ଦଳର ନେତା ନରସିଂହ ମିଶ୍ର ମଧ୍ୟ ସମାନ ପ୍ରସଙ୍ଗ ଉଠାଇଛନ୍ତି।

   Related Posts