Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେବାଳିଆ ଦ୍ଵାର ଦେଶରେ ଥିବା ଶ୍ରୀଲଙ୍କା ପାଇଁ ଅକ୍ସିଜେନ ପାଲଟିଲା ଭାରତ, ଦେଲା ଏତେ କୋଟି ସହାୟତା
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ୧୮ ଜଣିଆ ନିର୍ବାଚନ କମିଟି, ନରସିଂହ ଅଧ୍ୟକ୍ଷ
  • ||
  • ପଞ୍ଚାୟତ ନିର୍ବାଚନ: ପ୍ରଥମ ଦିନରେ ନାମାଙ୍କନପତ୍ର ଦାଖଲ କଲେ ୮୭୭୨ ଜଣ ପ୍ରାର୍ଥୀ
  • ||
  • ପୁଣି ନିରାଶ ହେଲେ ସୁମିତ୍, ଆବେଦନ ଖାରଜ କଲେ ଏସଡିଜେଏମ କୋର୍ଟ
  • ||
  • ପଞ୍ଚାୟତ ନିର୍ବାଚନ ପୂର୍ବରୁ ହିଂସା ! ସମିତି ସଭ୍ୟାଙ୍କ ଗାଡି ଜାଳିଦେଲେ ଦୁର୍ବୃତ୍ତ
  • ||
  • ମହିଳାଙ୍କ ଦେହରେ ନିଆଁ ଲଗାଇ ଦେଲେ ଧରମ ଭାଇ ! ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
  • ||
  • ବିଲଡର୍ ସଂସ୍ଥାର ଘର ଉପରେ ବୋମାମାଡ, ୩ ଶ୍ରମିକ ଆହତ
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୪କୁ ବୃଦ୍ଧି
  • ||
  • ରାଜ୍ୟରେ ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୪୮୯ କୋଭିଡ୍ ପଜିଟିଭ୍, ୧୧୪୪୪୦୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୫୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୮୫ ମୃତ
  • ||

ଓମିକ୍ରନ୍ ନେଇ ଆଲୋଚନା ଚାଲିଛି, ଭୟ କରିବାର କୌଣସି କାରଣ ନାହିଁ : ସ୍ବାସ୍ଥ୍ୟମନ୍ତ୍ରୀ

6/12/2021 at 2:16 PM

ଭୁବନେଶ୍ବର ୬।୧୨: କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ୍ ନେଇ ଆଲୋଚନା ଚାଲିଛି, ଭୟ କରିବାର କୌଣସି କାରଣ ନାହିଁ ବୋଲି ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ କହିଛନ୍ତି । ସ୍ବାସ୍ଥ୍ୟମନ୍ତ୍ରୀ କହି କେନ୍ଦ୍ର ସରକାରଙ୍କୁ ଅନୁରୋଧ କରୁଛି କିଏ କେଉଁଠୁ ଆସୁଛି ଆମକୁ ତଥ୍ୟ ଦିଅନ୍ତୁ । ଏନେଇ ଡବ୍ଲୁଏଚଓ କୌଣସି ସଠିକ୍ ତଥ୍ୟ ଦେଇନାହିଁ । ଭୟ ନକରି ସତର୍କ ରହିବାକୁ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ ରାଜ୍ୟବାସୀଙ୍କୁ ପରାମର୍ଶ ଦେଇଛନ୍ତି । ଏହି ଭାରିଆଣ୍ଟ ଉପରେ ଓଡିଶା ପୁରା ନଜର ରଖିଛି ବୋଲି ମନ୍ତ୍ରୀ କହିଛନ୍ତି ।

   Related Posts