Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୋଲିସର ଅପରେସନ୍ ହାଇଦର : ଚଢାଉ ଜୋରଦାର, ବିଭିନ୍ନ ସ୍ଥାନରେ ଲାଗିଲା ପୋଷ୍ଟର
  • ||
  • ମଙ୍ଗଳବାରଠୁ ଲଗାତାର ୬ ଦିନ ବନ୍ଦ ରହିବ ବ୍ୟାଙ୍କ: ସୋମବାର ସାରି ଦିଅନ୍ତୁ ବ୍ୟାଙ୍କ କାମ
  • ||
  • SCBରୁ ଗ୍ୟାଙ୍ଗଷ୍ଟାର ହାଇଦର୍‌ ଫେରାର ଘଟଣା, ୬ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||
  • ଭଦ୍ରକ : ବସକୁ ପିଟିଲା ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ଚଣ୍ଡିଖୋଲ : ଧକ୍କା ଦେଲା ଟ୍ରକ୍, ଜୀବନ ହାରିଲେ ସ୍ୱାମୀ-ସ୍ତ୍ରୀ, ଝିଅ ଗୁରୁତର
  • ||
  • ମାନିଲେନି କଟକଣା : ଭୁବନେଶ୍ୱର ୪ ନମ୍ୱର ମାର୍କେଟରେ ପୋଲିସର ଚଢାଉ, ଫାଇନ ଦେଲେ ଦୋକାନୀ
  • ||
  • ବଡ଼ବିଲ : ଅଗ୍ନିକାଣ୍ଡରେ ଜଳିଗଲା ୪ଟି ଦୋକାନ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ
  • ||
  • ତାତିରୁ ମିଳିଛି ତ୍ରାହି, ୧୪ ଯାଏଁ କାଳବୈଶାଖି ବର୍ଷା ସମ୍ଭାବନା
  • ||
  • ଓଡିଶାରେ ସାଙ୍ଘାତିକ ସ୍ଥିତିରେ କରୋନା, ୨୪ ଘଣ୍ଟାରେ ୧୩୭୯ ପଜିଟିଭ୍ ଚିହ୍ନଟ
  • ||
  • ତାତିରୁ ମିଳିଛି ତ୍ରାହି, ୧୪ ଯାଏଁ କାଳବୈଶାଖି ବର୍ଷା ସମ୍ଭାବନା
  • ||

ଜଳୁଛି ସାରା ଭାରତ : ଏପଟେ ପଶ୍ଚିମ ଓଡିଶା ବି ଅସ୍ତବ୍ୟସ୍ତ

2/06/2019 at 8:58 AM


ନୂଆଦିଲ୍ଲୀ ୨/୬: ଜଳୁଛି ସାରା ଭାରତ । ଦିଲ୍ଲୀ ସମେତ ଉତ୍ତର ପଶ୍ଚିମ ଭାରତ ଅସହ୍ୟ ଗ୍ରୀଷ୍ମ ତାପରେ ଆଉଟୁପାଉଟୁ ହେଉଛି । ରାଜସ୍ଥାନର ଚୁରୁରେ ତାପମାତ୍ରା ସର୍ବାଧିକ ୫୦.୮ଡିଗ୍ରୀ ଛୁଇଁଛି । ରାଜସ୍ଥାନର ଅନେକ ସ୍ଥାନରେ ତାପମାତ୍ରା ୪୭ଡିଗ୍ରୀ ଉପରେ ଥିଲା । ଦିଲ୍ଲୀରେ ପାରଦ ୪୬.୮ ଥିବାବେଳେ ପ୍ରୟାଗରାଜରେ ତାପମାତ୍ରା ୪୮.୬ ଡିଗ୍ରୀ ଛୁଇଁଥିଲା । ଗ୍ରୀଷ୍ମଲହରୀ ଯୋଗୁଁ ଦେଶରେ ଅଂଶୁଘାତଜନିତ ମୃତ୍ୟୁ ସଂଖ୍ୟା ୩୦ରେ ପହଞ୍ଚିଛି । ଏଭଳି ସ୍ଥିତି ଆଉ ୨ରୁ ୩ସପ୍ତାହ ଲାଗି ରହିବା ଆଶଙ୍କା ଥିବାରୁ ବିଭିନ୍ନ ସହରରେ ରେଡ୍ ୱାର୍ଣିଂ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ।

ଏପଟେ ସାରା ରାଜ୍ୟରେ ପ୍ରବଳ ତାତି । ପଶ୍ଚିମ ଓଡିଶା ଅସ୍ତବ୍ୟସ୍ତ । ୧୦ଟି ସହରର ପାରଦ ୪୦ ଡିଗ୍ରୀ ଉପରକୁ ଯାଇଥିବାବେଳେ ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର ଝାରସୁଗୁଡ଼ାରେ ପାରଦ ୪୨.୬ ଡ଼ିଗ୍ରୀକୁ ଛୁଇଁଛି । ପାଣିପାଗ ବିଭାଗ ପୂର୍ବାନୁମାନ ଅନୁଯାୟୀ ମୌସୁମୀ ଓଡ଼ିଶା ଛୁଇଁବାରେ ବିଳମ୍ବ ହେଉଥିବା ଯୋଗୁଁ ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ଆଜି ମଧ୍ୟ ପଶ୍ଚିମ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ତାତି ଅସହ୍ୟ ହେବ ବୋଲି ସତର୍କ କରିଛି ପାଣିପାଗ କେନ୍ଦ୍ର।

   Related Posts