Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫୁଟବଲର ଡିଏଗୋ ମାରାଡୋନାଙ୍କ ପରଲୋକ, ୩ ଦିନ ପୂର୍ବେ ପାଳିଥିଲେ ୬୦ତମ ଜୟନ୍ତୀ
  • ||
  • ଦୈନିକ ଆକ୍ରାନ୍ତ ତୂଳନାରେ ଆଜି କମିଲା ସୁସ୍ଥ ସଂଖ୍ୟା, ୨୪ ଘଣ୍ଟାରେ କରୋନାରୁ ଆରୋଗ୍ୟ ହେଲେ ୭୨୮
  • ||
  • ଯୋଡାମୁଣ୍ଡ ଶିଶୁ କାଳିଆର ମୃତ୍ୟୁ, ଏସସିବିରେ ଦୀର୍ଘ ଦିନ ଧରି ଥିଲେ ଚିକିତ୍ସାଧୀନ, ସୁସ୍ଥ ଅଛି ଜଗା
  • ||
  • ପରିବାର ପାଇଁ ଏତିକି ସମ୍ପତ୍ତି ଛାଡି ଯାଇଛନ୍ତି କଂଗ୍ରେସର ଚାଣକ୍ୟ ଅହମଦ ପଟେଲ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୮୭ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୭୩୦ କରୋନା ସଂକ୍ରମିତ, ୩୧୬୦୦୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଦ୍ୱିତୀୟ AIIMS ପ୍ରତିଷ୍ଠା ପାଇଁ ପ୍ରସ୍ତାବ, କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ
  • ||
  • ପୁରୀ : ବାହାର ଭକ୍ତଙ୍କୁ ପୁରୀ ମନା, ନାଗାର୍ଜୁନ ବେଶ ପାଇଁ ଜିଲ୍ଲା ପ୍ରଶାସନର କଟକଣା
  • ||
  • ଭିଜିଲାନ୍ସ ଜାଲରେ ଓଡିଶା ବନୀକରଣ ଅତିରିକ୍ତ ପିସିସିଏଫ୍, ଭୁବନେଶ୍ବରର ୫ଟି ଓ ମୁମ୍ବାଇ ଏବଂ ପୁନେର ୭ଟି ସ୍ଥାନରେ ଚଢାଉ
  • ||
  • କଂଗ୍ରେସର ବରିଷ୍ଠ ନେତା ଅହମଦ ପଟେଲଙ୍କ ପରଲୋକ : କରୋନାରେ ସଂକ୍ରମିତ ହୋଇ ଚାଲିଥିଲା ଚିକିତ୍ସା
  • ||

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି; ୭୨ ଘଣ୍ଟା ପର୍ଯ୍ୟନ୍ତ ତାତିରୁ ନାହିଁ ନିସ୍ତାର

15/04/2019 at 11:40 AM

ଭୁବନେଶ୍ୱର ୧୫/୪ : ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି | ଆଗାମୀ ୩ ଦିନ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଗ୍ରୀଷ୍ମ ଲହରି ଜାରି ରହିବ | ଗତ ୨୪ ଘଣ୍ଟା ଭିତରେ ରାଜ୍ୟର ୧୧ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା |
ଆଜି ଭୁବନେଶ୍ବରର ତାପମାତ୍ରା ୪୦ ଡିଗ୍ରୀ ଛୁଇଁପାରେ ବୋଲି ଅନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ | ପଶ୍ଚିମବଙ୍ଗରୁ ନାଗାଲାଣ୍ଡ ପର୍ଯ୍ୟନ୍ତ ଏକ ଟ୍ରପଲାଇନ ସୃଷ୍ଟି ହୋଇଛି | ଏହା ପ୍ରଭାବରେ ଉତ୍ତର ଓଡିଶାର କିଛି କିଛି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି ବୋଲି ସୂଚନା ଦେଇଛନ୍ତି ପାଣିପାଗ ବିଭାଗ | ଆସନ୍ତା ୭୨ ଘଣ୍ଟା ଯାଏଁ ତାତିରୁ ନିସ୍ତାର ମିଳିବନାହିଁ |

   Related Posts