Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜିଲ୍ଲା ପରିଷଦ ନିର୍ବାଚନ ଲଢୁଛନ୍ତି ଡାକ୍ତରାଣୀ, ଚର୍ଚ୍ଚାରେ ବିଜେପି ପ୍ରାର୍ଥୀ ମୋନାଲିସା
  • ||
  • ବିସ୍ଫୋରଣ କରି ଟ୍ରେନ୍ ଲାଇନ ଉଡାଇଲେ ନକ୍ସଲ, ପୋଷ୍ଟରରେ ଦେଲେ ଧମକ
  • ||
  • କୁହୁଡିର ଚାଦରରେ ଜଗତସିଂହପୁର, ଗମନାଗମନ ବାଧାପ୍ରାପ୍ତ
  • ||

ରାଜ୍ୟରେ ଗ୍ରୀଷ୍ମ ଲହରି: ମାଲକାନଗିରିରେ ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ

25/03/2019 at 11:19 AM

ଭୁବନେଶ୍ୱର ୨୫/୩ : ରାଜ୍ୟରେ ଗ୍ରୀଷ୍ମ ଲହରି ଜାରି ରହିଛି । ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ପାରଦ ଉପରମୁହାଁ ହୋଇଥିଲା । ମାଲକାନଗିରିରେ ସର୍ବାଧିକ ୪୦ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ତେବେ ଆସନ୍ତା ୨୬ ଓ ୨୭ରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ । ବିଶେଷକରି କେନ୍ଦୁଝର, ମୟୁରଭଞ୍ଜ, ଯାଜପୁର, ବାଲେଶ୍ବର, ଭଦ୍ରକ ଜିଲ୍ଲାରେ ଘଡଘଡି ସାଙ୍ଗକୁ ବର୍ଷା ଓ ପବନ ମଧ୍ୟ ହେବ । ଏହି ସମୟରେ ପବନର ବେଗ ୪୦ରୁ ୪୫ କିଲୋମିଟର ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ତରଫରୁ ସୂଚନା ଦିଆଯାଇଛି ।

   Related Posts