Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେବାଳିଆ ଦ୍ଵାର ଦେଶରେ ଥିବା ଶ୍ରୀଲଙ୍କା ପାଇଁ ଅକ୍ସିଜେନ ପାଲଟିଲା ଭାରତ, ଦେଲା ଏତେ କୋଟି ସହାୟତା
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ୧୮ ଜଣିଆ ନିର୍ବାଚନ କମିଟି, ନରସିଂହ ଅଧ୍ୟକ୍ଷ
  • ||
  • ପଞ୍ଚାୟତ ନିର୍ବାଚନ: ପ୍ରଥମ ଦିନରେ ନାମାଙ୍କନପତ୍ର ଦାଖଲ କଲେ ୮୭୭୨ ଜଣ ପ୍ରାର୍ଥୀ
  • ||
  • ପୁଣି ନିରାଶ ହେଲେ ସୁମିତ୍, ଆବେଦନ ଖାରଜ କଲେ ଏସଡିଜେଏମ କୋର୍ଟ
  • ||
  • ପଞ୍ଚାୟତ ନିର୍ବାଚନ ପୂର୍ବରୁ ହିଂସା ! ସମିତି ସଭ୍ୟାଙ୍କ ଗାଡି ଜାଳିଦେଲେ ଦୁର୍ବୃତ୍ତ
  • ||
  • ମହିଳାଙ୍କ ଦେହରେ ନିଆଁ ଲଗାଇ ଦେଲେ ଧରମ ଭାଇ ! ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
  • ||
  • ବିଲଡର୍ ସଂସ୍ଥାର ଘର ଉପରେ ବୋମାମାଡ, ୩ ଶ୍ରମିକ ଆହତ
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୪କୁ ବୃଦ୍ଧି
  • ||
  • ରାଜ୍ୟରେ ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୪୮୯ କୋଭିଡ୍ ପଜିଟିଭ୍, ୧୧୪୪୪୦୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୫୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୮୫ ମୃତ
  • ||

ମାର୍ଚ୍ଚ ମାସରୁ ଟିଟିଲାଗଡରେ ନିଆଁ ବର୍ଷା, ଏବେଠାରୁ ଅସହ୍ୟ ହେଲାଣି ଗ୍ରୀଷ୍ମ ପ୍ରବାହ

17/03/2019 at 3:00 PM

ଟିଟିଲାଗଡ ୧୭|୩ : ମାର୍ଚ୍ଚ ମାସରୁ ଟିଟିଲାଗଡ଼ରେ ନିଆଁ ବର୍ଷା । ପ୍ରତି ବର୍ଷ ତାତିରେ ରେକର୍ଡ ଭାଙ୍ଗୁଥିବା ଟିଟିଲାଗଡ଼ରେ ଏବେ ଠାରୁ ଅସହ୍ୟ ହେଲାଣି ଗ୍ରୀଷ୍ମ ପ୍ରବାହ । ଏବେ ଠାରୁ ପାରଦ ୪୦ ଛୁଇଁଲାଣି । ଯେଉଁଥି ପାଇଁ ଖରାରେ ଆଉଟ ପାଉଟ ହେଉଛନ୍ତି ଟିଟିଲାଗଡ଼ବାସୀ । ଦିନ ୧୦ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଖରାରୁ ନିସ୍ତାର ମିଳୁନି । ଦିନ ୧୧ଟାରୁ ରାସ୍ତାଘାଟ ଶୂନଶାନ ହୋଇଯାଉଛି ।  ଖରାରୁ ନିସ୍ତାର ପାଇବା ପାଇଁ ଲୋକେ ବିଭିନ୍ନ ପ୍ରକାର ଉପାୟ ଆପଣାଉଥିବା ଦେଖିବାକୁ ମିଳିଛି । ସେହିପରି ଗ୍ରୀଷ୍ମ ପ୍ରବାହକୁ ଆଖିରେ ରଖି ଜିଲ୍ଲା ପ୍ରଶାସନ ସତର୍କତା ମୂଳକ ପଦକ୍ଷେପ ଗ୍ରହଣ କରିଛି । ଜଳ ଯୋଗାଣ ବ୍ୟବସ୍ଥାର ସୁବନ୍ଦୋବସ୍ତ କରିବା ସହିତ ଅଶୁଂଘାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ସଚେତନ କରୁଛି ।

   Related Posts