Wednesday, August 21, 2019

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ତାତିରୁ ନାହିଁ ତ୍ରାହି : ଆହୁରି ୪ ଦିନ ପର୍ଯ୍ୟନ୍ତ ଜାରି ରହିବ ଗ୍ରୀଷ୍ମ ପ୍ରବାହ, ଅପରାହ୍ନରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ

ଭୁବନେଶ୍ବର ୧୮|୫: ସାରା ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ । ଗତକାଲି ୧୦ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା । ସୋନପୁରରେ ସର୍ବାଧିକ ତାପମାତ୍ରା ୪୩.୨ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି ।

ଟିଟଲାଗଡରେ ସର୍ବାଧିକ ୪୫ ଦଶମିକ ୫ ଡିଗ୍ରୀ ତାପମାତ୍ରା ରହିଥିବା ବେଳେ ବଲାଙ୍ଗିରରେ ୪୪.୬ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିଲା । ସେହିପରି ଝାରସୁଗୁଡ଼ାରେ ୪୩.୨ ଡିଗ୍ରୀ ରହିଥିଲା ଆଗାମୀ ୪ ଦିନ ପର୍ଯ୍ୟନ୍ତ ଗ୍ରୀଷ୍ମ ଲହରି ଜାରି ରହିବ । ଅପରାହ୍ନରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି ।

155 Views

   ସମ୍ବନ୍ଧିତ ଖବର