Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୫୪୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଡିସେମ୍ବର ୩୧ପୂର୍ବରୁ ବସିବ ବିଧାନସଭାର ଶୀତ ଅଧିବେଶନ
  • ||
  • କରୋନାର ଦୈନିକ ସଂକ୍ରମଣରେ ବୃଦ୍ଧି, ୨୪ଘଣ୍ଟାରେ ୪୩୮୯୩ ନୂଆ ଆକ୍ରାନ୍ତ ଚିହ୍ନଟ
  • ||
  • ଅପରେସନ ଅଲ୍ଆଉଟ୍ : ସେନା ଗୁଳିରେ ୨ ଆତଙ୍କୀ ନିହତ, ବନ୍ଧୁକ ଓ ଗୁଳି ଜବତ
  • ||
  • ବିହାର ନିର୍ବାଚନ : ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଆରମ୍ଭ, ୭୧ଟି ଆସନରେ ଚାଲିଛି ଭୋଟିଂ
  • ||

କଟକରେ ନିଆଁ ବର୍ଷା

18/06/2018 at 9:32 AM

ତତଲା କଡେଇରେ ସିଝୁଛି ରାଜ୍ୟର ଅଧିକାଂଶ ଅଞ୍ଚଳ । ଅସହ୍ୟ ଖରା ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଛି । ରାସ୍ତାଘାଟ ଖାଁ ଖାଁ । ଆବଶ୍ୟକ ନଥିଲେ ଲୋକେ ବାହାରକୁ ବାହାରୁ ନାହାନ୍ତି । କଟକରେ ଲଗାତାର ପାଞ୍ଚଦିନ ହେବ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି । ତେବେ ଆଜି କଟକ ସହରରେ ସ୍ଥିତି କେମିତି ରହିଛି ଆସନ୍ତୁ ଦେଖିବା

   Related Posts