Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : କମିଲା କୋଭିଡ୍ ମୃତ୍ୟୁ ସଂଖ୍ୟା : ଗତ ୨୪ ଘଣ୍ଟାରେ ଯାଇଛି ୪ ମୁଣ୍ଡ, ୧୭୩୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୫୧୮ କରୋନା ସଂକ୍ରମିତ, ୩୧୮୩୦୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ସୋର : ଡକାୟତ ଗ୍ୟାଙ୍ଗ୍ ଓ ଗ୍ରାମବାସୀଙ୍କ ମଧ୍ୟରେ ଖଣ୍ଡ ଯୁଦ୍ଧ : ୪ ଗୁରୁତର, ଜଣେ ଗିରଫ
  • ||
  • ନୂଆଦିଲ୍ଲୀ : ଭାରତରେ କମୁଛି ସଂକ୍ରମଣ, ଗତ ୨୪ଘଣ୍ଟାରେ ୪୧୮୧୦ କରୋନା ଆକ୍ରାନ୍ତ ଚିହ୍ନଟ
  • ||
  • ଉଦଳା : ଜମିବାଡି ବିବାଦକୁ କେନ୍ଦ୍ରକରି ଡବଲ ମର୍ଡର ! ସଂମ୍ପର୍କୀୟ ଭାଇ ଓ ପୁତୁରାକୁ ହତ୍ୟା କଲା ଭାଇ
  • ||
  • ଭୁବନେଶ୍ୱର : ବିଜେଡିରୁ ବହିଷ୍କୃତ ହେଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ
  • ||
  • ମାଲକାନଗିରି : କମ୍ବିଂ ଅପରେସନ ସାରି ଫେରୁଥିବା ବେଳେ ଲ୍ୟାଣ୍ଡମାଇନ ବିସ୍ଫୋରଣ : ଆସିଷ୍ଟାଣ୍ଡ କମାଣ୍ଡାଣ୍ଟ୍ ସହିଦ, ୯ଯବାନ ଆହତ
  • ||

ରାଜଧାନୀରେ ଏକ ବସ୍‌ରେ ଲାଗିଲା ନିଆଁ

25/12/2019 at 2:15 PM

ଭୁବନେଶ୍ବର ୨୫।୧୨: ରାଜଧାନୀରେ ପୁଣି ବସ୍‌ରେ ଲାଗିଲା ନିଆଁ । ଭୁବନେଶ୍ବହ ସହିଦନଗର ଅଞ୍ଚଳରେ ଠିଆ ହୋଇଥିବା ଏକ ବସ୍‌ରେ ହଠାତ୍ ନିଆଁ ଲାଗିଯାଇଛି ଷ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ ଲିଭା ପାଇଁ ଉଦ୍ୟମ ଜାରି ରଖିଛି ।

ସୂଚନାଯୋଗ୍ୟ ଯେ, ସହିଦନଗର ଅଞ୍ଚଳରେ ଠିଆ ହୋଇଥିବା ବସ୍‌ରେ ଲାଗିଲା ନିଆଁ । ବସ୍‌ରେ ନିଆଁ ଲାଗିଯାଇଥିବା ବେଳେ କୌଣସି ଯାତ୍ରୀ ବସ୍‌ରେ ଉପସ୍ଥିତ ନଥିଲେ, ତେଣୁ ଏକ ବଡଧରଣର ଅଘଟଣରୁ ରକ୍ଷା ମିଳିଛି ।

ଅଗ୍ନିକାଣ୍ଡରେ ବସ୍‌ର ଅଧାରୁ ଅଧିକ ପୋଡି ପାଉଁଶ ହୋଇଯାଇଛି । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି ।

   Related Posts