Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • LICର ଏମ୍‌ଡି ହେଲେ ଓଡ଼ିଆ ପୁଅ ସିଦ୍ଧାର୍ଥ ମହାନ୍ତି, ଫେବୃଆରୀ ୧ରୁ ସମ୍ଭାଳିବେ ଦାୟିତ୍ବ
  • ||
  • ଜାନୁଆରୀ ୨୭, ସକାଳେ ଜେଲ୍‌ରୁ ମୁକୁଳିପାରନ୍ତି ଭି.କେ. ଶଶିକଳା
  • ||
  • ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟ ଖୋଲିଵାକୁ ସରକାରଙ୍କ ନିଷ୍ପତ୍ତି
  • ||
  • କଟକ:କାଲିଠାରୁ ଖୋଲିଵ ନେତାଜୀ ସଂଗ୍ରହାଳୟ
  • ||
  • ରାଇରଙ୍ଗପୁର: ଗୋରୁମହିଷାଣି ପୋଲିସର ସଡକ ସୁରକ୍ଷା ସଚେତନ କାର୍ଯ୍ୟକ୍ରମ, ସାମିଲ ଥିଲେ ସ୍ଥାନୀୟ ଲୋକେ
  • ||
  • ବଲାଙ୍ଗୀର: ପୁଣି ରକ୍ତ ରଞ୍ଜିତ ହେଲା ଶୁଲିଆ ପୀଠ, ଗଡିଲା ଶହ ଶହ ପଶୁ-ପକ୍ଷୀଙ୍କ ମୁଣ୍ଡ
  • ||
  • ଭୁବନେଶ୍ବରରେ ପହଞ୍ଚିଲା ୨ୟ ପର୍ଯ୍ୟାୟ କୋଭିଡ ଟିକା: ସ୍ପାଇସ୍ ଜେଟ୍‌ରେ ଆସିଲା ଟିକା
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଭାରତର ଐତିହାସିକ ବିଜୟ, ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ମାଲକାନଗିରି : ସୀମାନ୍ତରେ ଏନ୍‌କାଉଣ୍ଟର, ୧୦ରୁ ଅଧିକ ମାଓ କ୍ୟାମ୍ପ ଧ୍ୱଂସ
  • ||
  • ସମ୍ବଲପୁର : ଫୋକସ୍‌ରେ ପଶ୍ଚିମ ଓଡିଶା, ମା’ ସମଲେଶ୍ବରୀଙ୍କ ମନ୍ଦିର ବୁଲି ସମୀକ୍ଷା କଲେ 5-T ସଚିବ
  • ||

ପୁଞ୍ଚରେ ପାକିସ୍ତାନର ପୁଣି ଅସ୍ତ୍ର ବିରତି ଉଲଂଘନ, କୃଷ୍ଣା ଘାଟିରେ ଗୁଳିବିନିମୟ

28/02/2019 at 8:32 AM

ଶ୍ରୀନଗର ୨୮|୨: ସୀମାରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗିରହିଛି । ଏ ଭିତରେ ଆଜି ପୁଣି ପାକିସ୍ତାନ ଅସ୍ତ୍ର ବିରତି ଉଲଂଘନ କରିଛି । ସକାଳ ୬ଟାରୁ ପାକିସ୍ତାନ ପଟୁ ପୁଞ୍ଚରେ ଗୁଳିମାଡ ଜାରି ରହିଛି ।

ସୂଚନା ଅନୁସାରେ ପୁଞ୍ଚ କୃଷ୍ଣା ଘାଟି ସେକ୍ଟରରେ ଗୁଳିବିନିମୟ ଆରମ୍ଭ ହୋଇଥିଲା । ବର୍ତ୍ତମାନ ଖବର ଅନୁସାରେ ଗୁଳିବିନିମୟ ବନ୍ଦ ରହିଛି । ମାତ୍ର ପାକିସ୍ତାନ ପଟରୁ ପ୍ରାୟ ଏକ ଘଣ୍ଟା ଧରି ଭାରତୀୟ ଚୌକିରେ ଗୁଳିମାଡ ହୋଇଥିଲା । ଭାରତ ମଧ୍ୟ ପାଲଟା ଜବାବ ଦେଇ ଗୁଳିମାଡ କରିଥିଲା ।

ଗୁଳିବିନିମୟ ଫଳରେ ଏଲଓସିଠାରୁ ୫କିମି ଦୂର ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ କରିଦିଆଯାଇଛି । ରାଜୌରୀ, ପୁଞ୍ଚ, ଶାମ୍ବା ସେକ୍ଟର ନିକଟରେ ମଧ୍ୟ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା କରାଯାଇଛି ।

   Related Posts