Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରୀ ହତ୍ୟା ମାମଲା, SIT ତଦନ୍ତରେ ହାଇକୋର୍ଟ ସନ୍ତୁଷ୍ଟ- ବିଜେଡି
  • ||
  • ଶଙ୍ଖ ନଦୀରେ ବୁଡ଼ି ଜଣେ ଯୁବକ ନିଖୋଜ, ୪ ଜଣ ହସ୍ପିଟାଲରେ ଭର୍ତ୍ତି
  • ||
  • ତାଳପଦର ବିଜୁ ସେତୁ ଭୁଶୁଡିବା ଘଟଣା: ଗ୍ରାମ୍ୟ ଉନ୍ନୟନ ବିଭାଗ ଏସ୍‌ଡିଓ ଅସିତ ପାତ୍ର ଗିରଫ
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୦ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୮୩ କୋଭିଡ୍ ସଂକ୍ରମିତ, ୩୩୩୩୧୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ କମୁଛି କୋଭିଡ଼ ସଂକ୍ରମଣ, ଗତ ୨୪ଘଣ୍ଟାରେ ୧୫,୧୪୪ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଜୟପୁର : ଚଳନ୍ତା ବସ୍‌ରେ ଲାଗିଲା ବିଦ୍ୟୁତ ତାର ; ୬ ମୃତ , ୧୭ ଗୁରୁତର
  • ||
  • ଅପରେସନ ଗ୍ରୀନ କ୍ଲିନ, ପ୍ରାୟ ୧୨ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||

ଆସନ୍ତା ୫ରୁ ପ୍ରବଳ ବର୍ଷା ସମ୍ଭାବନା ; ଓଡିଶା ପାଇଁ ସତର୍କ ସୂଚନା ଜାରି

3/07/2018 at 7:08 AM

ପୁଣି ଲେଉଟିଲା ବର୍ଷା | ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଏକ ଘୁର୍ଣ୍ଣି ବଳୟ ସୃଷ୍ଟି ହୋଇଛି | ଏହାର ପ୍ରଭାବରେ ୫ ତାରିଖ ଠାରୁ ଦକ୍ଷିଣ ଓଡିଶାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ | ୬ ତାରିଖ ଆଡକୁ ବର୍ଷା ପରିମାଣ ବଢିବା | ଓଡିଶାର ଅର୍ଦ୍ଧାଧିକ ଅଂଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନ ରହିଛି | ୫୦ ରୁ ୭୫ଟି ସ୍ଥାନରେ ବର୍ଷାର ପରିମାଣ ଅଧିକ ରହିବ | କିଛି ସ୍ଥାନରେ ୧୦ ସେ:ମି:ରୁ ଅଧିକ ବର୍ଷା ହେବାର ଆଶଙ୍କା ରହିଛି | ଏହାକୁ ଦୃଷ୍ଟିରେ ରଖି ଓଡିଶା ପାଇଁ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ଭିଭାଗ | ପ୍ରତି ମୁହୂର୍ତ୍ତ ସଜାଗ ରହିବ ପାଇଁ ପରାମର୍ଶ ମଧ୍ୟ ଦିଆଯାଇଛି | ବନ୍ୟା ପରିସ୍ଥିତି ମଧ୍ୟ ସୃଷ୍ଟି ହେବାର ଆଶଙ୍କା ରହିଛି |

   Related Posts