Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାୟପୁର : ନକ୍ସଲଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣ, ୨ ଯବାନ ସହିଦ
  • ||
  • ଆଠଗଡ଼ : ସମ୍ପର୍କରେ କଳଙ୍କ ଛିଟା, ଦିବ୍ୟାଙ୍ଗ ଝିଅକୁ ସମ୍ପର୍କୀୟ ମାମୁର ଦୁଷ୍କର୍ମ ! ଥାନାରେ ଏତଲା
  • ||
  • ଢେଙ୍କାନାଳ : ସଡ଼କ ଦୁର୍ଘଟଣାରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଚଣ୍ଡିଖୋଲ : ବେଆଇନ ଲଘୁଖଣିଜ ପରିବହନ ବେଳେ ଭିଜିଲାନ୍ସ ରେଡ୍‌, ହାଇୱା ଓ ଟ୍ରକ ଜବତ
  • ||
  • ପୂର୍ବତନ କ୍ରିକେଟର ଅଶୋକ ଡିଣ୍ଡା ବିଜେପିରେ ସାମିଲ
  • ||
  • କଟକ : ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ହାଇକୋର୍ଟରୁ ମିଳିଲା ଜାମିନ୍
  • ||

ଲଘୁଚାପ ପ୍ରଭାବରେ ରାଜ୍ୟରେ ୨ଦିନ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା

29/08/2018 at 10:17 PM

ଭୁବନେଶ୍ୱର ୩୦।୮ :  ବଙ୍ଗୋପସାଗରରେ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି। ପ୍ରଭାବରେ ଆଜିଠୁ ୨ଦିନ ଯାଏଁ ବର୍ଷିବ । ପଶ୍ଚିମ ଓ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବ ବେ।ଲି ପୂର୍ବାନୁମାନ କରିଛି ପାଣିପାଗ ବିଭ।ଗ ।  ପଶ୍ଚିମ ଓ ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ହେ।ଇପାରେ । ଆସନ୍ତା ୩୦ ଓ ୩୧ରେ ପଶ୍ଚିମ ଓଡ଼ିଶାର ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼ ଏବଂ ଉତ୍ତର ଓଡ଼ିଶାର କେନ୍ଦୁଝର, ଦେବଗଡ଼, ମୟୂରଭଞ୍ଜ, ବାଲେଶ୍ବର ଜିଲ୍ଲାରେ ପ୍ରବଳ ବର୍ଷା  ହେବ।  ଏନେଇ ଭୁବନେଶ୍ବର ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କତା ଜାରି କରିଛି ।

   Related Posts