ori homes
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ‘କାଶ୍ମୀର ପଣ୍ଡିତଙ୍କ ହତ୍ୟାକାରୀକୁ କ୍ଷମା ନାହିଁ’ – ଉପ ରାଜ୍ୟପାଳ
  • ||
  • ଦେଶରେ ବଢୁଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୨୨୦୨ କରୋନା ପଜିଟିଭ୍
  • ||
  • ସନ୍ଧ୍ୟାରେ ପଞ୍ଜାବ ବନାମ ଦିଲ୍ଲୀ, ‘କର ବା ମର’ ସ୍ଥିତିରେ ଉଭୟ ଟିମ୍
  • ||
  • ରାଜ୍ୟରେ ଖସୁଛି କରୋନା, ୨୪ ଘଣ୍ଟାରେ ବାହାରିଲେ ୭ ପଜିଟିଭ୍
  • ||
  • ଚଣ୍ଡୀଖୋଲ: ଟ୍ରକକୁ ଧକ୍କା ଦେଲା ଟ୍ରକ୍: ଗାଡି ଆଗକୁ ଛିଟିକି ପଡିଲେ ଡ୍ରାଇଭର, ଚାଲିଗଲା ଜୀବନ
  • ||
  • କମିବ ଖରା, ବଢିବ ଗୁଳୁଗୁଳି : ଭିଜାଇବ କାଳବୈଶାଖି ବର୍ଷା
  • ||

ଉତ୍ତର ଓଡିଶା ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଘୁର୍ଣ୍ଣିବଳୟ ; ୫ ଜିଲ୍ଲା ସତର୍କ ସୂଚନା

2/09/2018 at 11:13 AM

ଭୁବନେଶ୍ବର ୨|୯: ଉତ୍ତର ଓଡିଶା ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଘୁର୍ଣ୍ଣିବଳୟ ରହିଛି । ପୂର୍ବାଞ୍ଚଳରେ ଥିବା ମୌସୁମୀ ଟ୍ରପଲାଇନ ଉତ୍ତର ତାମିଲାନାଡୁ ଉପକୂଳରୁ ଓଡିଶା ପର୍ଯ୍ୟନ୍ତ ଲମ୍ବିଛି । ଏହାର ପ୍ରଭାବରେ ମୌସୁମୀ ସକ୍ରିୟ ହେବାସହିତ ରାଜ୍ୟରେ ଆଗାମୀ ୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ତେବେ ୫ ଜିଲ୍ଲା ପାଇଁ ପାଣିପାଗ ବିଭାଗ ସତର୍କ ସୂଚନା ଜାରି ରହିଛି । ବାଲେଶ୍ବର, ଭଦ୍ରକ, ମୟୁରଭଞ୍ଜ, କେନ୍ଦୁଝର, ଯାଜପୁର ଜିଲ୍ଲାରେ ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି । ପୂର୍ବାହ୍ନ ୧୧.୩୦ ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ଗତ ୨୪ ଘଣ୍ଟା ଭିତରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ହେବା ସହିତ ପୁରୀରେ ସର୍ବାଧିକ ୧୦୬ ମିମି ବର୍ଷିଛି ।

   Related Posts