ଆସୁଛି ପୁଣି ବଡ ବର୍ଷା
18/08/2018 at 6:59 PM

ଆଗକୁ ଆସୁଛି ପୁଣି ବଡ ବର୍ଷା । ଲଘୁଚାପର ରୂପ ନେଉଛି ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆଜିଠୁ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି । ଆଜି ମଧ୍ୟମ ଧରଣର ବର୍ଷା ହେବା ବେଳେ ଆସନ୍ତାକାଲିଠୁ ବର୍ଷାର ପରିମାଣ ବଢିବ ବୋଲି ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।
Related Posts
ପୁନର୍ଗଠିତ ହେଲା ଭଦ୍ରକ ଜିଲ୍ଲା କ୍ରିକେଟ ଆସୋସିଏସନ
25 February 2021
ପାଣି ପାଇଁ ରାସ୍ତାରେ ବସିଲେ ମହିଳା, ଅଟକିଲା ଶହ ଶହ ଗାଡି
25 February 2021