Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ଆସୁଛି ପୁଣି ବଡ ବର୍ଷା

18/08/2018 at 6:59 PM

ଆଗକୁ ଆସୁଛି ପୁଣି ବଡ ବର୍ଷା । ଲଘୁଚାପର ରୂପ ନେଉଛି ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆଜିଠୁ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି । ଆଜି ମଧ୍ୟମ ଧରଣର ବର୍ଷା ହେବା ବେଳେ ଆସନ୍ତାକାଲିଠୁ ବର୍ଷାର ପରିମାଣ ବଢିବ ବୋଲି ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

   Related Posts