Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପି ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟକା : ଇସ୍ତଫା ଦେଲେ ଆରପିଏନ୍ ସିଂହ, ବିଜେପିରେ ହେବେ ସାମିଲ୍
  • ||
  • ଫୁଟବଲ ମ୍ୟାଚ୍ ଦେଖିବା ପାଇଁ ଦଳାଚକଟା : ୬ ମୃତ, ୫୦ରୁ ଅଧିକ ଗୁରୁତର
  • ||
  • ବଲାଙ୍ଗୀର : ଭିଜିଲାନ୍ସ ଜାଲରେ ଆଗଲପୁର ବ୍ଲକ୍ ସେକ୍ସନ୍ ଅଫିସର୍, ଏକକାଳୀନ ୩ଟି ସ୍ଥାନରେ ଚଢାଉ
  • ||
  • ନିର୍ବାଚନ ପ୍ରଚାର ବେଳେ ଉତ୍ତେଜନା : କୋଭିଡ୍ କଟକଣା ଭାଙ୍ଗି କରୁଥିଲେ ସଭା, ୨ ଗୋଷ୍ଠୀ ମୁହାଁମୁହିଁ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୩୨କୁ ବୃଦ୍ଧି
  • ||
  • ରାଜ୍ୟରେ ଖସିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୮୯୧ କୋଭିଡ୍ ପଜିଟିଭ୍, ୧୨୧୭୮୪୨ରେ ପହଞ୍ଚିଲା ସଂଖ୍ୟା
  • ||
  • ମଙ୍ଗଳବାରଠୁ ଓଡିଶା ଓପନ୍ ବ୍ୟାଡମିଣ୍ଟନ୍, ଭାଗନେବେ ୧୭ ଦେଶର ୩୫୦ ପ୍ରତିଯୋଗୀ
  • ||
  • ସମାଧାନ ପାଇଁ ଯାଇଥିଲେ ମହିଳା ଏସଆଇ, ୨ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ
  • ||
  • ଇନ୍ଦୋରରେ ଓମିକ୍ରନ୍ ଭାରିଆଣ୍ଟର ନୂଆ ଷ୍ଟ୍ରେନ୍, ୬ ଶିଶୁଙ୍କ ସମେତ ୧୨ ରୋଗୀ ସଂକ୍ରମିତ
  • ||
  • କରଞ୍ଜିଆ ରେଞ୍ଜରେ ଗୋଠଛଡା ଦନ୍ତା ଆତଙ୍କ : ଭାଙ୍ଗିଲା ଘର, ନଷ୍ଟ କଲା ଫସଲ
  • ||

୧୩ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ ରହିବାକୁ ପରାମର୍ଶ

11/09/2019 at 8:34 AM

ଭୁବନେଶ୍ବର ୧୧।୯: ଛତିଶଗଡ଼ ଓଡ଼ିଶା ଝାଡ଼ଖଣ୍ଡ ସୀମାର ସ୍ଥଳଭାଗ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ରାତିରୁ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ବର୍ଷା ଲାଗି ରହିଛି । ଏବେ ମୌସୁମୀ ସକ୍ରିୟ ରହିଛି ।

ରାଜଧାନୀ ଭୁବନେଶ୍ବରରେ ବର୍ଷା ଲାଗି ରହିଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇଛି । ସେପଟେ ଭୁବନେଶ୍ବର ପାଣିପାଗ କେନ୍ଦ୍ର ପକ୍ଷରୁ ୪ଦିନ ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୧ରୁ ୧୪ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି ।

୧୩ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ସୂଚନା ଦେଇଛି । ସକାଳ ୭ଟା ୪୫ମିନିଟରୁ ୧୦ଟା ୪୫ମିନିଟ ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ଅନୁଗୋଳ, ଢେଙ୍କାନାଳ, ଖୋର୍ଦ୍ଧା, ପୁରୀ, କଟକ, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ବର, ମୟୁରଭଞ୍ଜ, ନୟାଗଡ ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

   Related Posts