Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହରଭଜନ ସିଂହ କରୋନା ଆକ୍ରାନ୍ତ, ନିଜକୁ କଲେ ଆଇସୋଲେଟ୍‌
  • ||
  • ଚୋରା ବାଲି କାରବାରରୁ ହତ୍ୟା, ଶ୍ରମିକଙ୍କ ଉପରେ ଚଢାଇଦେଲେ ଟ୍ରାକ୍ଟର !
  • ||
  • ରାଜ୍ୟରେ ୧୦ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୯୮୩୩ କୋଭିଡ୍ ପଜିଟିଭ୍, ୧୧୮୭୨୯୫ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଶିବାଡ ଘାଟିରେ ଓଲଟିଲା ଇସପାତ୍, ୮ ଗୁରୁତର
  • ||
  • ଶୁକ୍ରବାରଠୁ ଲିଭିବ ଅମର ଯବାନ ଜ୍ୟୋତି : ୫୦ ବର୍ଷ ତଳେ ଶୁଭାରମ୍ଭ କରିଥିଲେ ଇନ୍ଦିରା ଗାନ୍ଧୀ
  • ||
  • ଟି୨୦ ବିଶ୍ୱକପ୍ : ଖେଳସୂଚୀ ଜାରି କଲା ଆଇସିସି, ଏହି ତାରିଖରେ ଭାରତ-ପାକିସ୍ତାନ ମହା ମୁକାବିଲା
  • ||
  • ଦ୍ୱିତୀୟ ଦିନିକିଆରେ କମ୍ ବ୍ୟାକ୍ କରିବ ଟିମ୍ ଇଣ୍ଡିଆ ! ଦକ୍ଷିଣ ଆଫ୍ରିକା ବିପକ୍ଷରେ ସିରିଜ୍ ବରାବର ଲକ୍ଷ୍ୟ
  • ||

ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ ରହିବାକୁ ପରାମର୍ଶ

4/09/2019 at 11:39 AM

ଭୁବନେଶ୍ବର ୪।୯: ରାଜ୍ୟର ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ରାଜ୍ୟର ୭ ଜିଲ୍ଲା ପୁରୀ, ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡା, ଖୋର୍ଦ୍ଧା, ନୟାଗଡ । ଏହିସବୁ ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି ।

   Related Posts