ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ ରହିବାକୁ ପରାମର୍ଶ

Published By : Prameya-News7 Bureau | September 04, 2019 IST

ଭୁବନେଶ୍ବର ୪।୯: ରାଜ୍ୟର ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ରାଜ୍ୟର ୭ ଜିଲ୍ଲା ପୁରୀ, ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡା, ଖୋର୍ଦ୍ଧା, ନୟାଗଡ । ଏହିସବୁ ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.