Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ଲଘୁଚାପ ପ୍ରଭାବରେ ଜିଲ୍ଲାରେ ରାତିତମାମ ବର୍ଷା, ପାହାଡ ଉପରେ ରହୁଥିବା ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳୀକୁ ଚାଲିଛି ସ୍ଥାନାନ୍ତର

13/10/2020 at 8:36 AM

ଗଜପତି ୧୩।୧୦: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତ ନେବା ପରେ ରାଜ୍ୟର କିଛି ଅଞ୍ଚଳରେ ବର୍ଷା ଆରମ୍ଭ ହୋଇଛି । ଖାସ୍‌ କରି ଗଜପତି ଜିଲ୍ଲାରେ ସୋମବାର ରାତିଠାରୁ ବର୍ଷା ଆରମ୍ଭ ହୋଇଛି । ରାତି ସାରା ବର୍ଷା ଲାଗି ରହିଛି ।  

ତେବେ ପରିସ୍ଥିତିକୁ ଦେଖି ଜିଲ୍ଲାପାଳଙ୍କ ପକ୍ଷରୁ ସବୁ ବ୍ଲକ୍ ପ୍ରଶାସନକୁ ସତର୍କ ରହିବାକୁ ନିର୍ଦ୍ଦେଶ ପୂର୍ବରୁ ଦିଆଯାଇଛି । ପାହାଡ ଉପରେ ଥିବା ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳୀକୁ ଆଣିବାକୁ ଜିଲ୍ଲାପାଳ ପୂର୍ବରୁ ନିର୍ଦ୍ଦେଶ ଦେଇଥିଲେ । ତେବେ ବର୍ତ୍ତମାନ ସୁଦ୍ଧା ଜିଲ୍ଲାର ୪ଟି ବ୍ଲକରୁ ପ୍ରାୟ ୫୦୦ ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳୀରେ ରଖାଯାଇଥିବା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । କାସିନଗର,ଗୁମ୍ମା,ରାୟଗଡ,ଓ ଗୋଶାଣି ବ୍ଲକର ଲୋକଙ୍କୁ ସ୍ଥାନାନ୍ତରିତ କରାଯାଇଛି ।

   Related Posts