Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରଗଡ଼ରେ ବିରାଟ ଚାଷୀ ସମାବେଶ, ଯୋଗଦେଲେ ୧୦ ଜିଲ୍ଲାର ୫ ହଜାର କୃଷକ
  • ||
  • ଜୟପୁର : ଜୟପୁର କୋଟପାଡରେ ନକଲି ବିଦେଶୀ ମଦ କରାଖାନା ଠାବ, ବିପୁଳ ପରିମାଣର ନକଲି ମଦ
  • ||
  • ଜଳେଶ୍ଵର : STFର ଚଢାଉ ବେଳେ ଜଳେଶ୍ୱର ବଜାରରୁ ନକଲି ପାନ ମସଲା ଜବତ, ଦୁଇ ଅଟକ
  • ||
  • ଜଳେଶ୍ଵର : ଜଳେଶ୍ଵର ଝାଡ଼େଶ୍ୱରପୁର ବସ୍ତିରୁ ବିପୁଳ ପରିମାଣର ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଫେରାର
  • ||
  • ବଲାଙ୍ଗୀର : ବୋଲେରୋ ଧକ୍କାରେ ସାଇକେଲ୍ ଆରୋହୀ ମୃତ, କ୍ଷତିପୂରଣ ଦାବିରେ ମୃତଦେହ ରଖି ରାସ୍ତାରୋକ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୪ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • କଟକ ନେତାଜୀ ବସ୍ ଟର୍ମିନାଲର ଶିଳାନ୍ୟାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଭୁବନେଶ୍ବରରେ ପହଞ୍ଚିଲା ଆଉ ୧ ଲକ୍ଷ ୪୯ ହଜାର ୭୬୦ ଡୋଜ୍ କୋଭାକ୍ସିନ୍ ଟିକା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୧୫୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ପାରାଦୀପ : ନକଲି ସାର୍ଟିଫିକେଟ୍ ରାକେଟ୍‌ର ପର୍ଦ୍ଦାଫାଶ : ମେଡିକାଲ୍ ସାର୍ଟିଫିକେଟ୍ ତିଆରି ଅଭିଯୋଗରେ ଯୁବକ ଗିରଫ
  • ||

ସୁନ୍ଦରଗଡ଼ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷ।

18/08/2019 at 10:59 AM

ସୁନ୍ଦରଗଡ଼  ୧୮/୮: ଗତକାଲି ରାତିରୁ ସୁନ୍ଦରଗଡ଼ ଜିଲ୍ଲାରେ ଲାଗି ରହିଛି ପ୍ରବଳ ବର୍ଷ। । ବର୍ଷା ଯୋଗୁଁ ଜୀବନ ଯାତ୍ରାରେ ବାଧା ସୃଷ୍ଟି ହୋଇଛି । ରାଉରକେଲା ସହରରେ ଲଗାତାର ବର୍ଷା ଜାରି ରହିଛି। ଲୋକେ ଘରୁ ବାହାରି ପାରୁନାହାନ୍ତି। ଗ୍ରାମାଚଂଳରେ ବର୍ଷ। ଯୋଗୁଁ ତଳିଆ ଅଚଂଳରେ ପାଣି ପଶିବା ସମ୍ବାବନା ରହିଛି ।

ହାତୀବାରୀ ଖାତମା ନାଳରେ ତିନି ଫୁଟର ପାଣି ଚାଲୁଛି । ଫଳରେ ଯାନ ବାହନ ବନ୍ଦ ଏବଂ କୁଆରମୁଣ୍ଡା ହାତିବାରୀ ବିଛିନ୍ନ ହୋଇପଡ଼ିଛି। ସେହିପରି ରାଉରକେଲା ବସ୍ତି ମାନଙ୍କରେ ବର୍ଷ। ପାଣି ପଶିବାର ସମ୍ବାବନା ରହିଥିବାବେଳେ ଶୀତଳପଡ଼ା ବସ୍ତିରେ  ବର୍ଷ। ପାଣିରେ ତିନୋଟି ମାଟି ଘରର କାନ୍ଥ ଭୁଷୁଡ଼ି ପଡ଼ିଛି ।

   Related Posts