Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଇପିଏଲ ୨୦୨୧: କୋଲକାତା ନାଇଟ ରାଇଡର୍ସ ସାମ୍ନାରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରର ଆତ୍ମ ସମର୍ପଣ
  • ||
  • ଅଖାଡା ପରିଷଦର ଅଧ୍ୟକ୍ଷ ମହନ୍ତ ନରେନ୍ଦ୍ର ଗିରିଙ୍କ ନିଧନ, ଫାଶିରେ ଝୁଲୁଥିବା ଅବସ୍ଥାରେ ମିଳିଲା ମୃତଶରୀର
  • ||
  • ନୀଳଗିିରି : ଶିଶୁକନ୍ୟା ଓ ବାପାଙ୍କୁ ହାଣିବା ଅଭିଯୋଗରେ ୭ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ ହେଲେ ଅଭିଯୁକ୍ତ
  • ||
  • ପୁରୀ : ଭାର୍ଗବୀ ନଦୀରେ ଗାଧୋଇବା ବେଳେ ଭାସିଯାଇ ବୃଦ୍ଧଙ୍କ ମୃତ୍ୟୁ
  • ||
  • ପୁରୀ : ୧୫ବର୍ଷ ପରେ ଚୂଡାନ୍ତ ରାୟ : ହତ୍ୟାକାଣ୍ଡ ମାମଲାରେ ଅଭିଯୁକ୍ତ ୨ ଭାଇଙ୍କୁ ଆଜୀବନ କାରାଦଣ୍ଡାଦେଶ
  • ||
  • ଭୁବନେଶ୍ବର : ବିଜେଡିର ମାରାଥନ୍ ମିଶ୍ରଣ ପର୍ବ, ଶଙ୍ଖ ଧରିଲେ ରାୟଗଡା ଜିଲ୍ଲାର ଅନେକ ବରିଷ୍ଠ କଂଗ୍ରେସ ଓ ବିଜେପି ନେତା
  • ||
  • ରାୟଗଡା : ଦେବଦୂତ ସାଜିଲେ ୧୦୮ ଆମୁଲାନ୍ସ କର୍ମଚାରୀ, ପାହାଡିଆ ରାସ୍ତାରେ ଗର୍ଭବତୀ ମହିଳାଙ୍କୁ ବୋହିଲେ ଷ୍ଟ୍ରେଚରରେ
  • ||
  • ଭୁବନେଶ୍ବର : ଗୁମର ଖୋଲିଲେ କି ବିଦ୍ୟାଭାରତୀ ? ଲାଏ ଡିଟେକ୍ସନ ଟେଷ୍ଟରେ ପ୍ରାୟ ୪ ଘଣ୍ଟାରେ ପଚରାଗଲା ୧୦୦ ପ୍ରଶ୍ନ
  • ||
  • କଣ୍ଟାବାଞ୍ଜି : ପାରିବାରିକ କଳହରୁ ସଂଘବଦ୍ଧ ଆକ୍ରମଣ, ଚାଲିଗଲା ବୃଦ୍ଧଙ୍କ ଜୀବନ
  • ||
  • ନିମାପଡା : ପିପିଲି ଉପନିର୍ବାଚନକୁ ମୁକ୍ତ ଓ ନିରପେକ୍ଷ କରିବା ନେଇ ବିଏସଏଫର ଫ୍ଲାଗ୍ ମାର୍ଚ୍ଚ
  • ||

ଲଘୁଚାପ ପ୍ରଭାବରେ ରାଜ୍ୟର ୧୧ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

22/07/2021 at 8:57 PM

ଭୁବନେଶ୍ବର ୨୨/୦୭ : ରାଜ୍ୟରେ ଲଘୁଚାପ ପ୍ରଭାବରେ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୧ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ୧୧ ଜିଲ୍ଲା-ଭ୍ରଦକ, ବାଲେଶ୍ବର, ମୟୂରଭଞ୍ଜ, ଗଞ୍ଜାମ, ଦେବଗଡ ବଲାଙ୍ଗିର, କଳାହାଣ୍ଡି, ମାଲକାନଗିରି, କୋରାପୁଟ, କେନ୍ଦୁଝର ଏବଂ ନୟାଗଡ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

   Related Posts