ଲଘୁଚାପ ପ୍ରଭାବରେ ରାଜ୍ୟର ୧୧ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

Published By : Prameya-News7 Bureau | July 22, 2021 IST

ଭୁବନେଶ୍ବର ୨୨/୦୭ : ରାଜ୍ୟରେ ଲଘୁଚାପ ପ୍ରଭାବରେ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୧ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ୧୧ ଜିଲ୍ଲା-ଭ୍ରଦକ, ବାଲେଶ୍ବର, ମୟୂରଭଞ୍ଜ, ଗଞ୍ଜାମ, ଦେବଗଡ ବଲାଙ୍ଗିର, କଳାହାଣ୍ଡି, ମାଲକାନଗିରି, କୋରାପୁଟ, କେନ୍ଦୁଝର ଏବଂ ନୟାଗଡ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.