Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||
  • ଟାଙ୍ଗୀ : ତାରିଣୀ ଦର୍ଶନ ସାରି ଫେରୁଥିଲେ, ଅଧାରାସ୍ତାରେ ଧକ୍କା ଦେଲା ଟ୍ରକ, ଚାଲିଗଲା ୩ ଜୀବନ
  • ||
  • ବିଏସକେଓ୍ୱାଇରେ ଯୋଡିହେବ କୋରାପୁଟ, ଭର୍ଚୁଆଲ ମାଧ୍ୟମରେ ସ୍ମାର୍ଟ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ
  • ||

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା : ୧୮ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି

14/06/2021 at 3:30 PM

ଭୁବନେଶ୍ବର ୧୪/ ୦୬ : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏ ନେଇ ଭୁବନେଶ୍ବର ସ୍ଥିତ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ରାଜ୍ୟର ୧୮ଟି ଜିଲ୍ଲାକୁ ସତର୍କ କରାଯାଇଛି । ଆସନ୍ତାକାଲି ଅର୍ଥାତ ମଙ୍ଗଳବାର ସକାଳ ୮ଟା ୩୦ ଯାଏଁ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ବଲାଙ୍ଗିର, ବରଗଡ଼, ଝାରସୁଗୁଡ଼ା, ସୁବର୍ଣ୍ଣପୁର, ବୌଦ୍ଧ, ଅନୁଗୁଳ, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ମାଲକାନଗିରି, ଢେଙ୍କାନାଳ, କଟକ, ଜଗତସିଂହପୁର ଓ ପୁରୀରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି ।

   Related Posts