Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା: ୧୨ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି

3/10/2020 at 9:56 PM

ଭୁବନେଶ୍ବର୩/୧୦: ରାଜ୍ୟରେ ଲଘୁଚାପ ପ୍ରଭାବ ଯୋଗୁଁ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ସେହି ୪ଟି ଜିଲ୍ଲା ହେଲା ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି ଓ ଅନୁଗୁଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହା ବ୍ୟତିତ ଆଜି ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ୧୨ଟି ଜିଲ୍ଲା ହେଉଛି- ଖୋର୍ଦ୍ଧା, କଟକ, ଗଜପତି, ରାୟଗଡା, ନୟାଗଡ, ବୌଦ୍ଧ, ପୁରୀ, ବଲାଙ୍ଗୀର, ଜଗତସିଂହପୁର, କେନ୍ଦ୍ରାପଡା, ଢେଙ୍କାନାଳ, ସୋନପୁର । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ତାଜା ସୂଚନା ଦିଆଯାଇଛି।

   Related Posts