ହୋଲିରେ ବର୍ଷା ସମ୍ଭାବନା : ବିଭିନ୍ନ ସ୍ଥାନରେ କାଳବୈଶାଖୀ ଆଶଙ୍କା

Published By : Prameya-News7 Bureau | March 21, 2019 IST

ଭୁବନେଶ୍ବର ୨୧/୩: ଏଥର ହୋଲିରେ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ଓ କାଲି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । ଦକ୍ଷିଣ ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ବର୍ଷା ହେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ଉତ୍ତର ଓଡ଼ିଶାର ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକରେ ବର୍ଷା ସମ୍ଭାବନା ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.