Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର : ପଛରୁ ଆସି ଝାମ୍ପି ନେଲେ ୨ଲକ୍ଷ ଟଙ୍କା, ଲୁଟେରାଙ୍କ ଆକ୍ରମଣରେ ବାଇକ ଆରୋହୀ ଗୁରୁତର
  • ||
  • ବ୍ରହ୍ମପୁର : ୪୫ଗ୍ରାମର ବ୍ରାଉନସୁଗାର ଜବତ, ଜଣେ ଗିରଫ
  • ||
  • ନବରଙ୍ଗପୁର : ଭିଜିଲାନ୍ସ ଜାଲରେ ଜିଆର୍‌ଏସ୍‌, ଘରୁ ଜବତ ହେଲା ନଗଦ ୧୭ଲକ୍ଷରୁ ଅଧିକ ଟଙ୍କା
  • ||
  • ବ୍ରହ୍ମପୁରରେ ନକଲି ଲଙ୍କାଗୁଣ୍ଡ କାରଖାନା ଠାବ, ବିପୁଳ ପରିମାଣର ସାମଗ୍ରୀ ଜବତ
  • ||
  • ମୋହନା : ଅପରେସନ୍ ଗ୍ରୀନ କ୍ଲିନ୍, ପୁଣି ୧୨ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ
  • ||
  • ପୁରୀ : ପ୍ରତିକ୍ଷାର ଅନ୍ତ, ଆଜିଠୁ ବିନା କୋଭିଡ଼ ରିପୋର୍ଟରେ କାଳିଆ ଦର୍ଶନ
  • ||
  • ଆମେରିକାର ପ୍ରଥମ ମହିଳା ଉପରାଷ୍ଟ୍ରପତି ହେଲେ କମଳା ହ୍ୟାରିସ୍
  • ||
  • ଆମେରିକାର ୪୬ ତମ ରାଷ୍ଟ୍ରପତି ଭାବେ ଶପଥ ନେଲେ ଜୋ ବାଇଡେନ୍‌
  • ||
  • ଆମେରିକାର ଉପ ରାଷ୍ଟ୍ରପତି ଭାବେ ଶପଥ ନେଲେ କମଳା ହ୍ୟାରିସ୍‌
  • ||
  • ପୋଖରୀରୁ ମିଳିଲା ମୁଣ୍ଡ ବିହୀନ ମୃତଦେହ, ପୋଲିସ ଆରମ୍ଭ କଲା ଖୋଳତାଡ଼
  • ||

ରାଜ୍ୟର ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

11/07/2018 at 5:51 AM

ରାଜ୍ୟର ୭ଟି ଜିଲ୍ଲାରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ | ଆସନ୍ତା ୨୪ ଘଣ୍ଟା ମାଦ୍ୟରେ କୋରାପୁଟ, ମାଲକାନଗିରି, ବୌଦ୍ଧ, ସୋନପୁର,ବରଗଡ଼, ସମ୍ବଲପୁର ଓ ବଲାଙ୍ଗୀର ଜିଲ୍ଲାର କିଛି ଅଂଶରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି |

   Related Posts