ରାଜ୍ୟର ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

Published By : Prameya-News7 Bureau | July 11, 2018 IST

ରାଜ୍ୟର ୭ଟି ଜିଲ୍ଲାରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ | ଆସନ୍ତା ୨୪ ଘଣ୍ଟା ମାଦ୍ୟରେ କୋରାପୁଟ, ମାଲକାନଗିରି, ବୌଦ୍ଧ, ସୋନପୁର,ବରଗଡ଼, ସମ୍ବଲପୁର ଓ ବଲାଙ୍ଗୀର ଜିଲ୍ଲାର କିଛି ଅଂଶରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି |

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.