Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭିସା ଉପରେ ଲାଗିଥିବା କଟକଣା ହଟାଇଲେ ସରକାର
  • ||
  • ଟ୍ୱିଟରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଇଁ କବିତା ଲେଖିଲେ ରାହୁଲ
  • ||
  • ମା’ ମାଣିକେଶ୍ଵରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ପାଇଁ ୧୪୪ ଧାରା ଜାରି
  • ||
  • ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ
  • ||
  • ରାୟଗଡାରେ ବୋଲେରୋ-ବାଇକ୍ ମୁହାଁମୁହିଁ ଧକ୍କା, ୨ ଗୁରୁତର
  • ||
  • ବିନା ଅନୁମତିରେ ଦାଢ଼ି ରଖି ନିଲମ୍ବିତ ହେଲେ ପୋଲିସ ବାବୁ
  • ||
  • ପାଲଘର ମାମଲାରେ ଆଉ ୨୪ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ବିହାର ନିର୍ବାଚନ ପାଇଁ ବିଜେପି ଜାରି କଲା ସଂକଳ୍ପ ପତ୍ର
  • ||
  • ରାଜ୍ୟରେ ୧୯୧୩ କରୋନା ସଂକ୍ରମିତ ଚିହ୍ନଟ
  • ||

ପୁଣି ସକ୍ରିୟ ହୋଇଛି ଲଘୁଚାପ ; ୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା

15/07/2018 at 6:52 AM

ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି | ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ଏହାର ପାର୍ଶ୍ଵବର୍ତ୍ତୀ ଅଂଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଦକ୍ଷିଣ ପଶ୍ଚିମ ଦିଗରେ ଗତି କରୁଛି | ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଘନୀଭୂତ ହେଇ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାର ସମ୍ଭାବନା ରହିଛି | ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ମନା କରାଯାଇଛି |

   Related Posts