Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜଧାନୀ ନାଳରୁ ଛାତ୍ର ନିଖୋଜ ଘଟଣା, ୧୮ଘଣ୍ଟା ପରେ ମିଳିଲା ଜ୍ୟୋତିଙ୍କ ମୃତଦେହ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୬ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୧୦ କୋଭିଡ୍ ପଜିଟିଭ୍
  • ||
  • ବାରବାଟୀରେ ଭାରତ-ଓ୍ୱେଷ୍ଟଇଣ୍ଡିଜ୍ ଟି୨୦ ! ବିସିସିଆଇ ଆପେକ୍ସ ବୈଠକରେ ଲାଗିପାରେ ମୋହର
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩୦ ହଜାରରୁ ଅଧିକ କରୋନା ପଜିଟିଭ୍, ୨୯୬ ମୃତ
  • ||
  • ଭିସୁଟର କୂଳପତି ସମେତ ୨ଛାତ୍ର କୋଭିଡ଼ ପଜିଟିଭ, ସଂଗରୋଧରେ ସମସ୍ତେ
  • ||
  • ବିଦ୍ୟାଭାରତୀଙ୍କର ମିଛଧରା ପରୀକ୍ଷା ଆଜି, ବାହାରିବ କି ସତ ?
  • ||
  • ରାଜଧାନୀ ନାଳରେ ନାବାଳକ ଭାସିଯିବା ଘଟଣା : ଏବେସୁଦ୍ଧା ମିଳିନି ପତ୍ତା, ଉଦ୍ଧାରକାର୍ଯ୍ୟ ଜାରି
  • ||

ଆଗାମୀ ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା

17/07/2018 at 5:45 AM

ଲଘୁଚାପ ପ୍ରଭାବରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହୋଇଛି | ରାଜ୍ୟର ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷ ହୋଇଛି | କଳାହାଣ୍ଡି , ରାୟଗଡା, ଗଜପତି ଆଦି ଜିଲ୍ଲାରେ ପ୍ରବଳ ବର୍ଷା ଯୋଗୁଁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି | କଳାହାଣ୍ଡିରେ ସର୍ବାଧିକ ୧୭୩.୩ ମି:ମି: ବର୍ଷା ରେକର୍ଡ କରାଯାଇଛି | କଟକ ଓ ଭୁବନେଶ୍ୱରରେ ବର୍ଷା ଫଳରେ ସହରର ଅଧିକାଂଶ ଅଂଶ ଜଳମଗ୍ନ ହୋଇଛି | ଯାହା ଫଳରେ ସ୍ୱାଭାବିକ ଜୀବନଯାତ୍ରା ପ୍ରଭାବିତ ହୋଇଛି |

   Related Posts