Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୪ରେ ବଙ୍ଗୋପସାଗରରେ ଲଘୁଚାପ, ନେଇପାରେ ଅବପାତର ରୂପ
  • ||
  • ସଂକ୍ରମଣ ସାମାନ୍ୟ କମିଲା : ଦେଶରେ ୨୪ ଘଣ୍ଟାରେ ୩ ଲକ୍ଷ ୧୧ ହଜାରରୁ ଅଧିକ ପଜିଟିଭ୍, ୪୦୭୭ ମୃତ
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧୭୩୨ ପଜିଟିଭ୍
  • ||
  • ରାଜ୍ୟରେ କରୋନା ନେଲା ଆଉ ୧୯ଜଣଙ୍କ ଜୀବନ, ୨୩୧୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ଟ୍ରାନ୍ସଫର୍ମର ଉପରେ ଚଢିଗଲେ ଯୁବକ, ଜଳି ଯାଉଥିବା ବେଳେ ଉଦ୍ଧାର କଲା ଅଗ୍ନିଶମ ବାହିନୀ
  • ||
  • ସ୍ୱାମୀ ନା ସଇତାନ ? ସ୍ତ୍ରୀକୁ ପିଟିପିଟି କଲା ହତ୍ୟା
  • ||
  • ପାରା ଧରିବା ବେଳେ ଲାଗିଗଲା ବିଦ୍ୟୁତ ତାର, ପୋଡିଗଲା ଶରୀରର ୯୦%
  • ||

୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ସମ୍ଭାବନା ; ୧୪ ଜିଲ୍ଲାକୁ ସତର୍କ ସୂଚନା

18/07/2018 at 5:47 AM

ଓଡିଶା ଉପରୁ ଦୁରେଇ ଯାଇଛି ଲଘୁଚାପ | ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବର୍ଷାର ସମ୍ଭାବନା ରହିଛି | ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ଅନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ | ଏହା ସହ ୧୪ ଜିଲ୍ଲା ପାଇଁ ପାଣିପାଗ ବିଭାଗ ସତର୍କତା ସୂଚନା ଜାରି କରିଛି | କନ୍ଧମାଳ, ରାୟଗଡା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ନୟାଗଡ, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ, ଢେଙ୍କାନାଳ, ଅନୁଗୋଳ ଜିଲ୍ଲାବାସୀଙ୍କୁ ସତର୍କ ରହିବ ରହିବ ପାଇଁ ସୂଚନା ଦିଆଯାଇଛି | ଦିନ ୧୦.୧୫ ପର୍ଯ୍ୟନ୍ତ ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି |

   Related Posts