ରାଜ୍ୟର ୧୯ ଜିଲ୍ଲାରେ ପ୍ରବଳ ବର୍ଷିବ, ସତର୍କ ରହିବାକୁ ପରାମର୍ଶ

Published By : Prameya-News7 Bureau | July 02, 2019 IST

ଭୁବନେଶ୍ବର ୨|୭:  ରାଜ୍ୟର ୧୯ ଜିଲ୍ଲାକୁ ବର୍ଷା ସତର୍କତା ଜାରି କରିଛି ପାଣିପାଗ ବିଭାଗ । ସକାଳ ୭.୩୦ରୁ ୧୦.୩୦ ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ । ୧୯ଟି ଜିଲ୍ଲା ହେଲା ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ଅନୁଗୋଳ, ଢେଙ୍କାନାଳ, ନୟାଗଡ, କନ୍ଧମାଳ, ବୌଦ୍ଧ, ସମ୍ବଲପୁର, ଦେବଗଡ, ସୁନ୍ଦରଗଡ, ଝାରସୁଗୁଡା । ଏହି ସବୁ ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.