Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗତ ୨୪ ଘଣ୍ଟାରେ କରୋନାରୁ ଆରୋଗ୍ୟ ହେଲେ ୨୦୧୦ ସଂକ୍ରମିତ
  • ||
  • ମୋଦୀ ସରକାରଙ୍କ ବଡ ନିଷ୍ପତ୍ତି: ଜାମ୍ମୁ-କାଶ୍ମୀରରେ ଯେ କେହି ବି ଜାଗା କିଣି ପାରିବେ, ବିଜ୍ଞପ୍ତି ଜାରି କଲା ଗୃହ ମନ୍ତ୍ରଣାଳୟ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୨୪୭ କରୋନା ସଂକ୍ରମିତ, ୨୮୩୯୪୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କେନାଲରୁ ମୃତଦେହ ଉଦ୍ଧାର, ଶୌଚ ହେବାକୁ ଯାଇ ବୁଡିଯାଇଥିବା ସନ୍ଦେହ
  • ||
  • ଢେଙ୍କାନାଳ : ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ଠେଙ୍ଗାରେ ପିଟି ପିଟି ମାରିଦେଲା, ଅଭିଯୁକ୍ତ ସ୍ବାମୀ ଫେରାର
  • ||
  • ଅନୁଗୋଳ : ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ବିଷାକ୍ତ ମଦ ପିଇ ମୃତ୍ୟୁ ଅଭିଯୋଗ
  • ||
  • କଳାହାଣ୍ଡି : ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
  • ||
  • ଜଲାପୁଟ ଜଳ ଭଣ୍ଡାରରେ ମାଛଧରା ଡଙ୍ଗା ବୁଡି ୩ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପାକିସ୍ତାନ : ପେଶାଓ୍ୱାରରେ ବୋମା ବିସ୍ଫୋରଣରେ ୭ ମୃତ, ୫୫ ଆହତ
  • ||

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ, ୩ରୁ ବର୍ଷା ଆରମ୍ଭ, ୪ ଓ ୫ରେ କାଚିବ

31/07/2020 at 4:40 PM

ଭୁବନେଶ୍ୱର, ୩୧|୦୭:  ଆସନ୍ତା ସପ୍ତାହରେ ବଙ୍ଗୋପସଗାରରେ ଏକ ଘୁର୍ଣ୍ଣିବଳୟ ଦାନା ବାନ୍ଧୁଛି । ଏହା ଲଘୁଚାପର ରୂପ ନେବା ସହ ବର୍ଷା ହେବା ନେଇ ଅନୁମାନ କରିଛି ସୋଆ ପରିବେଶ ଏବଂ ଜଳବାୟୁ କେନ୍ଦ୍ରର ଡକ୍ଟର ନିର୍ଦ୍ଦେଶକ ଶରତ ଚନ୍ଦ୍ର ସାହୁ ।

ସିଇସିର ଅନୁମାନ ଅନୁଯାୟୀ, ଅଗଷ୍ଟ ୩ରେ ଉତ୍ତର ପଶ୍ଚିମ  ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଏହା ଦକ୍ଷିଣ ଚୀନ ସାଗରରେ ସୃଷ୍ଟି ହୋଇଥିବା ଆଉ ଏକ ଲଘୁଚାପ ସହ ମିଶିବା ପରେ ଆହୁରି ଶକ୍ତିଶାଳୀ ହେବ । ଏହାର ପ୍ରଭାବରେ ଅଗଷ୍ଟ ୩ ତାରିଖରୁ ରାଜ୍ୟର ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ସେହିପରି ୪ ଓ ୫ ତାରିଖରେ ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି ।

କେନ୍ଦ୍ରାପଡା, ଜଗତସିଂପୁର, ପୁରୀ, ଖୋର୍ଧା, କଟକ, ନୟାଗଡ, ଗଞ୍ଜାମ, କନ୍ଧମାଳ, ବଲାଙ୍ଗୀର, ଢେଙ୍କାନାଳ, ଅନୁଗୋଳ, ସୋନପୁର, ବୌଦ୍ଧ, ନୂଆପଡା, ନବରଙ୍ଗପୁର, ସମ୍ବଲପୁର, ବରଗଡ, ଝାରୁସୁଗୁଡା ଓ କଳାହାଣ୍ଡି ଜିଲ୍ଲାରେ ବର୍ଷା ଅନୁଭୂତ ହେବ ।

   Related Posts