Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଓଏସଏପି ଯବାନଙ୍କ ଆତ୍ମହତ୍ୟା, ଗଛରେ ଝୁଲୁଛି ମୃତଦେହ
  • ||
  • କ୍ଲାସରୁମ୍ ଭିତରକୁ ପଶିଆସିଲା ବାଘ, ଛାତ୍ରଛାତ୍ରୀଙ୍କୁ ଗୋଡାଇ ଗୋଡାଇ କଲା ଘାଇଲା
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୫କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୫୨ କରୋନା ସଂକ୍ରମିତ, ୧୦୪୯୫୯୭ରେ ପହଞ୍ଚିଲା ସଂଖ୍ୟା
  • ||
  • ମାର୍ଗଶିର ଗୁରୁବାରରେ ଲକ୍ଷ୍ମୀ ମନ୍ଦିରରୁ ଚୋରି, ନେଇଗଲେ ହୁଣ୍ଡି ଓ ସୁନା ଗହଣା
  • ||
  • ଗୁଜୁରାଟ ଦଙ୍ଗା ବେଳେ କେଉଁ ସରକାର ଥିଲା ? ସିବିଏସଇର ପ୍ରଶ୍ନକୁ ନେଇ ବିବାଦ ଜୋର
  • ||

୩ ଦିନ ରାଜ୍ୟରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ

17/06/2021 at 2:17 PM

ଭୁବନେଶ୍ବରର ୧୭/ ୦୬ : ରାଜ୍ୟରେ ଆରମ୍ଭ ହୋଇସାଇଛି ମୌସୁମୀ ବର୍ଷା । ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଥିବା ବେଳେ ଆଗାମୀ ୩ଦିନ ଯାଏଁ ରାଜ୍ୟର କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ରାଜ୍ୟର ୧୩ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ୧୩ ଜିଲ୍ଲା-ବାଲେଶ୍ବର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ସୁନ୍ଦରଗଡ, ଛାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, କେନ୍ଦ୍ରାପଡା, ଅନୁଗୁଳ, ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜି‌ଲ୍ଲାରେ ସତର୍କ ରହିବାକୁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି

   Related Posts