Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗହଣା ଦୋକାନରୁ ଚୋରି, ଛାତ କଣା କରି ଲୁଟିନେଲେ ୨ କିଲୋର ସୁନା ଅଳଙ୍କାର
  • ||
  • ସାରୁଅ ଜମି କେଳେଙ୍କାରୀ : ଓଡିଶା ଇନଫ୍ରାଟେକ୍‌ର ଦୁଇ କର୍ମଚାରୀ ଗିରଫ, ଶ୍ରମିକଙ୍କୁ ଧମକ ଅଭିଯୋଗରେ ବାନ୍ଧିଲା ବାଘମାରୀ ପୋଲିସ
  • ||
  • IPL 2020: ବୁମରା ଓ ବୋଲ୍ଟଙ୍କ ଶାଣିତ ବୋଲିଂ ପରେ ଇଶାନଙ୍କ ଅର୍ଦ୍ଧଶତକ, ୯ ଓ୍ଵିକେଟ୍‌ରେ ଜିତିଲା ମୁମ୍ବାଇ ଇଣ୍ଡିଆନ୍ସ, ଦିଲ୍ଲୀର କ୍ରମାଗତ ଚତୁର୍ଥ ପରାଜୟ
  • ||
  • ଭୁବନେଶ୍ୱର : ଆସିଲା ଅନଲକ୍ ୬.୦ ଗାଇଡ଼ଲାଇନ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ୧୪୭୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ୧୬ତାରିଖରେ ଖୋଲିବ ସ୍କୁଲ, ନବମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପିଲା ପଢିବାକୁ ଆସିବେ
  • ||
  • ଝରକା ତାଡ଼ି ବ୍ୟାଙ୍କରୁ ଲୁଟ୍ ! ପୋଲିସର ତଦନ୍ତ ଜାରି
  • ||
  • ଭୟଙ୍କର ଭୂକମ୍ପରେ ଥରିଲା ତୁର୍କୀ ଓ ଗ୍ରୀସ : ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି, ୭ ଶହରୁ ଅଧିକ ଆହତ
  • ||
  • ସାଲେପୁର : ଟ୍ରକକୁ ଧକ୍କାଦେଲା ଆଉ ଏକ ଟ୍ରକ, ଜଣେ ମୃତ
  • ||

ଲଘୁଚାପ ପ୍ରଭାବ : ଆଗାମୀ ୪୮ ଘଣ୍ଟା ଯାଏଁ ବର୍ଷିବ ପ୍ରବଳ, ସତର୍କ ରହିବାକୁ ପରାମର୍ଶ

27/07/2019 at 3:28 PM

ଭୁବନେଶ୍ବର ୨୭|୭: ଆହୁରି ୪୮ ଘଣ୍ଟା ପ୍ରବଳ ବର୍ଷିବ । ଲଘୁଚାପ ପ୍ରଭାବରେ ୪୮ ଘଣ୍ଟା ଯାଏଁ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆକଳନ କରିଛି ପାଣିପାଗ ବିଭାଗ । କୋରାପୁଟ, ବରଗଡ, କଳାହାଣ୍ଡି, ନୂଆପଡା ବୌଦ୍ଧ, ବଲାଙ୍ଗୀର, ନବରଙ୍ଗପୁର, ପୁରୀ, ସୁନ୍ଦରଗଡ, ବାଲେଶ୍ବର, ମୟୁରଭଞ୍ଜ, କଟକ ଓ କେନ୍ଦୁଝରରେ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । 

ଆଜି ଏବଂ ଆସନ୍ତାକାଲି ପାଇଁ ରାଜ୍ୟରେ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ୫୦ରୁ ୬୦ କିଲୋମିଟର ବେଗରେ ମଧ୍ୟ ପବନ ବହିବାର ସମ୍ଭାବନା ରହିଛି । ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି । ୨୪ ଘଣ୍ଟାରେ ରାଜ୍ୟରେ ହାରାହରି ୨୨.୯ ମିଲିମିଟର ବର୍ଷା ରେକର୍ଡ କରାଯାଇଛି ।

ସେହିପରି ୩୧ ତାରିଖ ଆଡ଼କୁ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ପ୍ରଭାବରେ ଅଗଷ୍ଟ ପ୍ରଥମ ସପ୍ତାହରେ ବର୍ଷା ହେବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ ।

   Related Posts