Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୦ ମହଲା କୋଠାରେ ଭୀଷଣ ଅଗ୍ନିକାଣ୍ଡ, ୧୫ ଆହତ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୩୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୮୮ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୧୪କୁ ବୃଦ୍ଧି
  • ||
  • ରାଜ୍ୟରେ ୯ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୮୪୫ କୋଭିଡ୍ ପଜିଟିଭ୍, ୧୧୯୬୧୪୦ରେ ପହଞ୍ଚିଲା ସଂଖ୍ୟା
  • ||
  • ଭୁବନେଶ୍ବର : ଓଭରବ୍ରିଜ୍‌ରୁ ୩୦ଫୁଟ ତଳକୁ ଖସିଲା କାର୍, ଦୁର୍ଘଟଣାରେ ଗାଡି ଭାଙ୍ଗିରୁଜି ଚୁରମାର୍
  • ||
  • ଶନିବାର ଏହି ସବୁ ଜିଲ୍ଲାରେ ବର୍ଷା : ବଢିବ ତାପମାତ୍ରା, କମିବ ଶୀତ
  • ||
  • ଭୟଙ୍କର ଦୁର୍ଘଟଣା : ମହାନଦୀ ପୋଲରେ ବୋଲେରୋକୁ ପିଟିଲା ଟ୍ରକ୍, ୫ ମୃତ
  • ||

ବାତ୍ୟା ‘ଜଓ୍ବାଦ’ ଭୟ, ପୁରୀ ପ୍ରଶାସନ ପକ୍ଷରୁ ହେଲ୍ପ ଲାଇନ୍ ନମ୍ବର ଜାରି

3/12/2021 at 5:21 PM

ପୁରୀ ୩।୧୨: ବାତ୍ୟାର ରୂପ ନେଇଛି ସମୁଦ୍ରରେ ଦାନା ବାନ୍ଧୁଥିବା ଗଭୀର ଅବପାତ । ୫ ତାରିଖ ମଧ୍ୟାହ୍ନରେ ପୁରୀ ଉପକୂଳରେ ପହଞ୍ଚିବ ବାତ୍ୟା ଜଓ୍ବାଦ । ଓଡିଶାର ସବୁ ଉପକୂଳ ବର୍ତ୍ତୀ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । ୫ ତାରିଖରେ ଓଡିଶାର ଉତ୍ତର ଉପକୂଳରେ ପ୍ରବଳ ବର୍ଷା ହେବ । ଆଜି ମଧ୍ୟରାତ୍ରିରୁ ପବନର ବେଗ ବଢିବ । ପବନର ବେଗ ୮୦ରୁ ୯୦ ସର୍ବାଧିକ ୧୦୦ କିମି ପର୍ଯ୍ୟନ୍ତ ଯାଇପାରେ । ୩ରୁ ୫ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଉପକୂଳ ଆଦୌ ସୁରକ୍ଷିତ ରହିବ ନାହିଁ ।

ଏହାକୁ ଦୃଷ୍ଟିରେ ରଖି ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ହେଲ୍ପ ଲାଇନ୍ ନମ୍ବର ଜାରି କରାଯାଇଛି । ଜରୁରୀକାଳୀନ ଯୋଗାଯୋଗ ନମ୍ବର 0୬୭୫୨୨୨୩୨୩୭ ପ୍ରଶାସନ ଜାରି କରିଛି ।

   Related Posts