Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଢେଙ୍କାନାଳ : ହାତୀ ପୁଣି ନେଲା ଆଉ ଜଣଙ୍କ ଜୀବନ, ଶୌଚ ହେବାକୁ ଯାଇଥିବା କଚାଡି ମାରିଲା ଦନ୍ତା
  • ||
  • ବଲାଙ୍ଗୀର : ବିଚାରାଧୀନ କଏଦୀ ମୃତ, ହତ୍ୟା ମାମଲାରେ ଥିଲେ ଅଭିଯୁକ୍ତ
  • ||
  • ଶହେ ତଳକୁ ଖସିଲା ଦୈନିକ ସଂକ୍ରମିତଙ୍କ ସଂଖ୍ୟା : ରାଜ୍ୟରେ ଚିହ୍ନଟ ହେଲେ ଆଉ ୯୯ କୋଭିଡ୍ ପଜିଟିଭ୍‌, ୩୩୪୫୨୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : ଶିକାରୀ ଆଡ୍ଡାରେ ବନବିଭାଗର ଅତର୍କିତ ଚଢାଉ, ୪ ଗିରଫ
  • ||
  • ଗ୍ରୋସରୀ ଦୋକାନରୁ ଲୁଟ୍, ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି
  • ||
  • ଜଳେଶ୍ୱର : ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍‌, ଗାଡିରେ ଥିଲେ ୫୦ରୁ ଅଧିକ ଲୋକ
  • ||
  • ନୂଆଦିଲ୍ଲୀ : ଦେଶ ପାଳୁଛି ୭୨ତମ ସାଧାରଣତନ୍ତ୍ର ଦିବସ
  • ||
  • ପଦ୍ମ ସମ୍ମାନ ଘୋଷଣା: ୩ଟି ବର୍ଗରେ ମୋଟ ୧୧୯ ଜଣ ପାଇବେ ସମ୍ମାନ
  • ||

ବସ୍‌ରୁ ହେଲ୍‌ପରଙ୍କ ମୃତଦେହ ଉଦ୍ଧାର ; ହତ୍ୟା ସନ୍ଦେହ

30/11/2018 at 3:50 PM

ଗଞ୍ଜାମ ୩୦|୧୧: ବସ୍ ରୁ ହେଲପରଙ୍କ ମୃତଦେହ ଉଦ୍ଧାର ହୋଇଛି । ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ୍ ବାରିତୋଳା ଗ୍ରାମରେ ଥିବା ନୀଳକଣ୍ଠ ନାମକ ଯାତ୍ରୀବାହୀ ବସରୁ ଶୁକ୍ରବାର ସକାଳେ ବସ ହେଲପରଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତକ ହେଲେ ରାଜୀବ ଗୌଡ଼ । ରାଜୀବଙ୍କ ନିଜ ଗାଁ ଢେରେଣ୍ଡି । ସେ ନୀଳକଣ୍ଠ ବସରେ ହେଲପର ଭାବେ କାର୍ଯ୍ୟ କରୁଥିଲେ। ରାଜୀବଙ୍କ ମୁଣ୍ଡରୁ ପ୍ରଚୁର ରକ୍ତଶ୍ରାବ ହୋଇଛି । ତେବେ ତାଙ୍କୁ କେହି ପଛପଟୁ ଶକ୍ତ ଆଘାତ ଦେଇଥିବା ସନ୍ଦେହ କରାଯାଉଛି।ମୃତ୍ୟୁର କାରଣ ଜଣାପଡିନାହିଁ । ଘଟଣାସ୍ଥଳରେ କେ.ନୂଆଗାଁ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ସେପଟେ ମିଳିଥିବା ଏକ ଭିଡିଓରୁ ଜଣାପଡିଛି ଗତକାଲି ରାତିରେ ଦରମାକୁ ନେଇ ରାଜୀବଙ୍କର ଗଣ୍ଡଗୋଳ ହୋଇଥିଲା ।

   Related Posts