Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିରାଟ କୋହଲିଙ୍କ ଘୋଷଣା, ଟି-୨୦ ୱାର୍ଲ୍ଡ କପ୍‌ ପରେ ଛାଡ଼ିବେ କ୍ୟାପ୍ଟେନ୍‌ ପଦ
  • ||
  • ସାନଖେମୁଣ୍ଡି : ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ଇଂଜିନିୟର, ଠିକାଦାରଙ୍କଠୁ ନେଉଥିଲେ ୫୦ହଜାର ଟଙ୍କା ଲାଞ୍ଚ
  • ||
  • ନୂଆଦିଲ୍ଲୀ : ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ, ୧୯ ଓ ୨୦ରେ ପ୍ରବଳ ବର୍ଷା ସମ୍ଭାବନା : IMD ଡିଜି
  • ||
  • ମାଲକାନଗିରି : ମାଲକାନଗିରିରେ ସୁରକ୍ଷାକର୍ମୀ-ମାଓବାଦୀ ଗୁଳିବିନିମୟ, ଛତ୍ରଭଙ୍ଗ ଦେଲେ ମାଓବାଦୀ : କ୍ୟାମ୍ପ୍‌ରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଠାବ
  • ||
  • ପୁରୀ : ଶୁକ୍ରବାର ବନ୍ଦ ରହିବ ଶ୍ରୀମନ୍ଦିର, ବିଶେଷ ନୀତି ଯୋଗୁଁ ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେନି ଶ୍ରଦ୍ଧାଳୁ
  • ||
  • ସୋର : ଫୁଲୁଛି କାଂଶ ବାଂଶ ନଦୀ, ବଢୁଛି ଜଳସ୍ତର : ଚିନ୍ତାରେ ତଳିଆ ଅଞ୍ଚଳବାସୀ
  • ||
  • ଖଣ୍ଡପଡା : ରଥିଆ ନାଳରେ ଭାସି ବୃଦ୍ଧ ନିଖୋଜ, ମାଛ ଧରିବାକୁ ଯାଇ ନାଳରେ ଭାସିଯାଇଥିବା ସନ୍ଦେହ
  • ||
  • ଜଗତସିଂହପୁର : ମହାନଦୀ ବନ୍ୟାଜଳରେ ବୁଡି ଗାଡି ଚାଳକ ନିଖୋଜ, ଇଟାଭାଟିକୁ ଯାଉଥିବା ବେଳେ ଅଘଟଣ
  • ||
  • ଯାଜପୁର : ପାଣିରେ ଭାସି ଯାଇଥିଲେ ବାପା-ପୁଅ, ଠାବ ହେଲା ମୃତଦେହ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ : ୨୪ ଘଣ୍ଟାରେ ବାହାରିଲେ ୫୮୦ କୋଭିଡ୍ ପଜିଟିଭ୍
  • ||

ଚମ୍ପୁଆ ରେଞ୍ଜରେ ହାତୀ ପଲଙ୍କ ଆତଙ୍କ ; ଘର ଭାଙ୍ଗିବା ସହ ନଷ୍ଟ କଲେ ଧାନ ଫସଲ

10/02/2019 at 10:53 AM

ଚମ୍ପୁଆ ୧୦|୨:  କେନ୍ଦୁଝର ଜିଲ୍ଲା ପାଟଣା ଚମ୍ପୁଆ ରେଞ୍ଜରେ ହାତୀ ପଲର ଆତଙ୍କ ଜାରି । ବିଳମ୍ବିତ ରାତିରେ ସରେଇ ଗାଁରେ ୨ ଜଣଙ୍କ ଘର ଭାଙ୍ଗିବା ସହ ଧାନ ଫସଲ ନଷ୍ଟ କରିଛନ୍ତି । ଗତ ୩ ଦିନ ହେଲା ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଚଳାଇଛି ହାତୀପଲ । ଏବେ ହାତୀ ପଲ ପତଳା ଜଙ୍ଗଲରେ ଥିବା ସୂଚନା ମିଳିଛି ।

   Related Posts