Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଗିରଫ
  • ||
  • ମିର୍ଜାପୁରରେ କଂଗ୍ରେସ ନେତା ଦିଗ୍‌ବିଜୟ ସିଂହଙ୍କ ବଡ଼ ବୟାନ, କହିଲେ- ପାକିସ୍ତାନ ଯିବାକୁ ଚାହୁଁଛି
  • ||
  • ରାଜନୀତିରେ ପ୍ରବେଶ କଲେ ସୁପରଷ୍ଟାର୍ ରଜନୀକାନ୍ତ
  • ||
  • ବଢିଲା LPG ସିଲିଣ୍ଡର ଦର ଏବେ ବିନା ସବସିଡି ଉପଭୋକ୍ତାଙ୍କୁ ଦେବାକୁ ପଡିବ ଅଧିକ ୫୦ଟଙ୍କା
  • ||
  • ସାଲେପୁର : ଆମ୍ବୁଲାନ୍ସକୁ ପିଟିଲା କାର୍, ଡ୍ରାଇଭର ଆହତ
  • ||
  • କଟକ : ସି-ସୋର ଘାଟରୁ ଅଜଣା ମୃତଦେହ ଉଦ୍ଧାର, ଭାସି ଆସିଥିବା ସନ୍ଦେହ
  • ||
  • ଚଣ୍ଡିଗଡ : ପଦ୍ମ ବିଭୂଷଣ ଫେରାଇଲେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂହ ବାଦଲ
  • ||
  • ନୂଆଦିଲ୍ଲୀ : ଅନଲାଇନ୍‌ରେ ହେବନାହିଁ CBSE ବୋର୍ଡ ପରୀକ୍ଷା, ପୂର୍ବଭଳି ପରୀକ୍ଷା ଦେବେ ଛାତ୍ରଛାତ୍ରୀ
  • ||
  • ଝାରସୁଗୁଡା : ବାପା ନା’ ରାକ୍ଷସ, ନିଶାଶକ୍ତ ଅବସ୍ଥାରେ ୧୧ ବର୍ଷର ଝିଅ ସହ କଲା ଦୁଷ୍କର୍ମ !
  • ||
  • କନ୍ଧମାଳ : ହଜିଗଲା ମା’ର ମମତା, ୪ ବର୍ଷ ଝିଅର ଗାଲ କାଟିଦେଲା ସାବତ ମା’ !
  • ||

ଆଜିଠୁ ପୁରୀ ଓ ଭୁବନେଶ୍ବରରେ ଐତିହ୍ୟ ପ୍ରକଳ୍ପ କାମ ଆରମ୍ଭ

29/05/2020 at 8:58 AM

 ଭୁବନେଶ୍ବର୨୯/୫: ଆଜିଠୁ ପୁରୀ ଓ ଭୁବନେଶ୍ବରରେ ଐତିହ୍ୟ ପ୍ରକଳ୍ପ କାମ ଆରମ୍ଭ ହେବ। ଶ୍ରୀକ୍ଷେତ୍ର ସୌନ୍ଦର୍ଯ୍ୟକରଣ ସହ ଶ୍ରୀଜଗନ୍ନାଥ ହେରିଟେଜ କରିଡର, ବଡଦାଣ୍ଡ ଉନ୍ନତୀକରଣ, ଶ୍ରୀ ସେତୁ, ଶ୍ରୀ ଜଗନ୍ନାଥ ବଲ୍ଳଭ ତୀର୍ଥଯାତ୍ରୀ କେନ୍ଦ୍ର, ମୂଷାନଦୀର ସଂପ୍ରସାରଣ ଆଦି କାମ ଆରମ୍ଭ ହେବ । ସେହିପରି ଏକାମ୍ର କ୍ଷେତ୍ର ଲିଙ୍ଗରାଜ ମନ୍ଦିର ସୌନ୍ଦର୍ଯ୍ୟକରଣ କାମ ମଧ୍ୟ ଆଜିଠାରୁ ଆରମ୍ଭ ହେବ । ଜମି ଅଧିଗ୍ରହଣ ସହ ଉନ୍ନତୀକରଣ କାର୍ଯ୍ୟ ଦୁଇ ତିନି ମାସ ଭିତରେ ସମ୍ପୂର୍ଣ୍ଣ କରିବାକୁ ଲକ୍ଷ୍ୟ ରଖାଯାଇଛି । କାମ ସମୟରେ କୋଭିଡ-19 କଟକଣା ପାଳନ ଉପରେ ଗୁରୁତ୍ବ ଦିଆଯିବ । କରୋନା ପାଇଁ ଦୁଇମାସ ଧରି ଐତିହ୍ୟ ପ୍ରକଳ୍ପ କାମ ବନ୍ଦ ରହିଥିଲା । ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଓ ଭୁବନେଶ୍ବର ଶ୍ରୀଲିଙ୍ଗରାଜ ମନ୍ଦିର ସୌନ୍ଦର୍ଯ୍ୟକରଣ କାମ ପୁଣି ଥରେ ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

   Related Posts