Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫୁଟବଲର ଡିଏଗୋ ମାରାଡୋନାଙ୍କ ପରଲୋକ, ୩ ଦିନ ପୂର୍ବେ ପାଳିଥିଲେ ୬୦ତମ ଜୟନ୍ତୀ
  • ||
  • ଦୈନିକ ଆକ୍ରାନ୍ତ ତୂଳନାରେ ଆଜି କମିଲା ସୁସ୍ଥ ସଂଖ୍ୟା, ୨୪ ଘଣ୍ଟାରେ କରୋନାରୁ ଆରୋଗ୍ୟ ହେଲେ ୭୨୮
  • ||
  • ଯୋଡାମୁଣ୍ଡ ଶିଶୁ କାଳିଆର ମୃତ୍ୟୁ, ଏସସିବିରେ ଦୀର୍ଘ ଦିନ ଧରି ଥିଲେ ଚିକିତ୍ସାଧୀନ, ସୁସ୍ଥ ଅଛି ଜଗା
  • ||
  • ପରିବାର ପାଇଁ ଏତିକି ସମ୍ପତ୍ତି ଛାଡି ଯାଇଛନ୍ତି କଂଗ୍ରେସର ଚାଣକ୍ୟ ଅହମଦ ପଟେଲ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୮୭ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୭୩୦ କରୋନା ସଂକ୍ରମିତ, ୩୧୬୦୦୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଦ୍ୱିତୀୟ AIIMS ପ୍ରତିଷ୍ଠା ପାଇଁ ପ୍ରସ୍ତାବ, କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ
  • ||
  • ପୁରୀ : ବାହାର ଭକ୍ତଙ୍କୁ ପୁରୀ ମନା, ନାଗାର୍ଜୁନ ବେଶ ପାଇଁ ଜିଲ୍ଲା ପ୍ରଶାସନର କଟକଣା
  • ||
  • ଭିଜିଲାନ୍ସ ଜାଲରେ ଓଡିଶା ବନୀକରଣ ଅତିରିକ୍ତ ପିସିସିଏଫ୍, ଭୁବନେଶ୍ବରର ୫ଟି ଓ ମୁମ୍ବାଇ ଏବଂ ପୁନେର ୭ଟି ସ୍ଥାନରେ ଚଢାଉ
  • ||
  • କଂଗ୍ରେସର ବରିଷ୍ଠ ନେତା ଅହମଦ ପଟେଲଙ୍କ ପରଲୋକ : କରୋନାରେ ସଂକ୍ରମିତ ହୋଇ ଚାଲିଥିଲା ଚିକିତ୍ସା
  • ||

ହାଇକୋର୍ଟ ବାର ଆସୋସିଏସନର ଦୁଇଦିନିଆ କାର୍ଯ୍ୟବନ୍ଦ ଆନ୍ଦୋଳନ: କୋର୍ଟ କାର୍ଯ୍ୟ ବାଧାପ୍ରାପ୍ତ

29/08/2018 at 3:24 AM

କଟକ୨୯|୮: ହାଇକୋର୍ଟ ବାର ଆସୋସିଏସନ ପକ୍ଷରୁ ୨ ଦିନିଆ କାର୍ଯ୍ୟବନ୍ଦ ଆନ୍ଦୋଳନ ଆରମ୍ଭ ହୋଇଛି । ଆଜି ଓ ଆସନ୍ତାକାଲି ଦୁଇ ଦିନ ଧରି ହେବ ଆନ୍ଦୋଳନ ।ଆସନ୍ତା କାଲି ବୈଠକ ପରେ ନିଆଯିବ ପରବର୍ତ୍ତୀ ନିଷ୍ପତ୍ତି ।ହାଇକୋର୍ଟ ବାର ଆସୋସିଏସନ ସମ୍ପାଦକ ସତ୍ୟବ୍ରତ ମହାନ୍ତି ଏହି ସୂଚନା ଦେଇଛନ୍ତି ।ଗତକାଲି ଏକ ରାସ୍ତା ଦୁର୍ଘଟଣାକୁ ନେଇ ନୂଆବଜାର ଅଞ୍ଚଳରେ ପୋଲିସ ଓ ଆଇନଜୀବୀଙ୍କ ମଧ୍ୟରେ ହୋଇଥିଲା ଗଣ୍ଡଗୋଳ ହୋଇଥିଲା ।ଗତକାଲି ଓକିଲ ସଂଘ ଚାଉଳିଆଗଂଜ ଥାନା ମଧ୍ୟ ଘେରାଉ କରିଥିଲା ।ଓକିଲଙ୍କ ଆନ୍ଦୋଳନ ଫଲରେ ଆଜି ହାଇକୋର୍ଟ େବଂ ୍ନ୍ୟକୋର୍ଟ କାର୍ଯ୍ୟରେ ବାଧା ସୃଷ୍ଟି ହୋଇଛି ।

   Related Posts