Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୩୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୧୦ ମୃତ
  • ||
  • ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି
  • ||
  • ରାଜ୍ୟରେ ୧୧ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୦୮୬ କୋଭିଡ୍ ପଜିଟିଭ୍, ୧୧୫୫୪୮୭ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜଧାନୀରେ ଖସୁନି କରୋନା ଗ୍ରାଫ୍, ଆଉ ୬ ଅଞ୍ଚଳ ମାଇକ୍ରୋ କଣ୍ଟେନମେଣ୍ଟ୍ ଜୋନ୍
  • ||
  • ସରିଲା ହାସ୍ୟ ଅଭିନେତା ପ୍ରଜ୍ଞାଙ୍କ ନିର୍ବନ୍ଧ, ସୋସିଆଲ ମିଡିଆରେ ରିଙ୍ଗ୍ ସେରିମନି ଫଟୋ ଭାଇରାଲ
  • ||
  • ଗାଡି ପାର୍ଟସ ଦୋକାନରୁ ଲୁଟ୍, ବନ୍ଧୁକ ଦେଖାଇ ନେଇଗଲେ ଟଙ୍କା
  • ||
  • ଅଜଗରକୁ ଗିଳିଲା ଅହିରାଜ, ସାତକୋଶିଆରେ ବିରଳ ଘଟଣା !
  • ||
  • ଭାରସାମ୍ୟ ହରାଇ ବାଇକ ଦୁର୍ଘଟଣାଗ୍ରସ୍ତ, ୨ ଆରୋହୀ ମୃତ
  • ||
  • ଜାନୁଆରୀ ୨୦ରୁ ହଜିଯିବ ଶୀତ, ୨୩ରୁ ବର୍ଷା !
  • ||

ଆସନ୍ତାକାଲି ଯାଏଁ କାର୍ଯ୍ୟବନ୍ଦ ଆନ୍ଦୋଳନ ଜାରି ରଖିବାକୁ ହାଇକୋର୍ଟ ବାର ଆସୋସିଏସନର ନିଷ୍ପତ୍ତି

27/09/2018 at 10:16 AM

କଟକ ୨୭|୯: ଆସନ୍ତାକାଲି ଯାଏଁ କାର୍ଯ୍ୟବନ୍ଦ ଆନ୍ଦୋଳନ ଜାରି ରଖିବାକୁ ନିଷ୍ପତ୍ତି ନେଇଛି ହାଇକୋର୍ଟ ବାର ଆସୋସିଏସନ । ଆସନ୍ତାକାଲି ବୈଠକରେ ପରବର୍ତ୍ତି କାର୍ଯ୍ୟପନ୍ଥା ସମ୍ପର୍କରେ ଆଲୋଚନା କରାଯିବ ବୋଲି କହିଛନ୍ତି ହାଇକୋର୍ଟ ବାର ସଭାପତି । ତେବେ ଆଜି ନବୀନ ନିବାସ ଘେରାଉ କରିବାଲାଗି ପୂର୍ବରୁ ଯେଉଁ ନିଷ୍ପତ୍ତି ହୋଇଥିଲା , ତାକୁ ମଧ୍ୟ ଶୁକ୍ରବାର ଯାଏ ଟାଳି ଦିଆଯାଇଛି । ଆଇନଜୀବୀଙ୍କୁ ପୋଲିସ ମାଡ ମାରିବା ଅଭିଯୋଗ ଘଟଣାରେ କଟକରେ ଆଇନଜୀବୀମାନେ ସରକାରୀ କଳକୁ ଠପ୍ କରିଦେଇଛନ୍ତି ।

   Related Posts