Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହସ୍ପିଟାଲରୁ ଡିସ୍‌ଚାର୍ଜ ହେଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ମାର୍ଚ୍ଚ ୩୦ରେ ହୋଇଥିଲା ବାଇପାସ୍‌ ସର୍ଜରୀ
  • ||
  • ପାଟଣା : ଭାରସାମ୍ୟ ହରାଇ ବ୍ରିଜ୍ ଉପରୁ ୨୦ଫୁଟ ତଳକୁ ଖସିଲା ବାଇକ୍, ୨ ଗୁରୁତର
  • ||
  • ନୀଳଗିିରି : ବିଦ୍ୟୁତ ବିଲ୍ ବୃଦ୍ଧି ପ୍ରତିବାଦରେ ସିପିଆଇର ରାସ୍ତାରୋକ
  • ||
  • ଢେଙ୍କାନାଳ : ମାଛ ଧରିବାକୁ ଯାଇ ନଦୀରେ ବୁଡିଗଲେ ମାଛ ଧରାଳି, ଚାଲିଗଲା ଜୀବନ
  • ||
  • ଭୁବନେଶ୍ବର : ଖରା ପାଇଁ ପାନୀୟ ଜଳ ବିଭାଗର ଛୁଟି ବାତିଲ
  • ||
  • ୨ ବିଶ୍ୱବିଦ୍ୟାଳୟରେ ନୂଆ କୁଳପତି, ରାଜଭବନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ
  • ||
  • ଭୁବନେଶ୍ବର : ଡାକ୍ତରଖାନା ପାଇଁ କୋଭିଡ୍ ଗାଇଡ୍‌ଲାଇନ୍, ଆବଶ୍ୟକତା ନଥିଲେ ସଂକ୍ରମିତଙ୍କୁ ଆଡମିଶନ ମନା
  • ||
  • ସରିଲା ରାଜ୍ୟ କ୍ୟାବିନେଟ୍‌ ବୈଠକ, ୯ଟି ପ୍ରସ୍ତାବ ଉପରେ ବାଜିଲା ମୋହର
  • ||
  • ଭୁବନେଶ୍ବର : BMCର ପେଡ୍ କ୍ବାରେଣ୍ଟାଇନ୍ ବ୍ୟବସ୍ଥା, ନନ୍ ଏସି ୧୦୯୯ ଓ ଏସି ରୁମ୍ ୧୪୯୯ ଟଙ୍କା
  • ||
  • ଭୁବନେଶ୍ବର : ପିପିଲି ହିଂସା ଘଟଣା, ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେଡି
  • ||

ଜୋର ଧରିଲା ସୋନପୁରରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବି

24/10/2019 at 5:06 PM

ସୋନପୁର ୨୪।୧୦ ସୁବର୍ଣ୍ଣପୁରରେ ଜେ।ର ଧରିଲା ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବି । ଏନେଇ ସ୍ଥାନୀୟ ପ୍ରଭାସ ଲଜ ସମ୍ମିଳନୀ କକ୍ଷରେ ଏକ ସର୍ବଦଳୀୟ ବୈଠକ କରାଯାଇଛି  ।ଜିଲ୍ଲାର ୩୪  ଟି ବିଭିନ୍ନ ସଙ୍ଗଠନ ଏହି ବୈଠକରେ ସାମିଲ ହୋଇଥିଲେ  ।

ଓକିଲ ସଂଘ,ନାଗରିକ କମିଟି,ଶ୍ରମିକ ସଙ୍ଗଠନ,ବିଜେଡି ,କଂଗ୍ରେସ ଦଳର କର୍ମକର୍ତ୍ତା ବୈଠକରେ ଯୋଗ ଦେଇ ସୋନପୁରରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କରିବାକୁ ଦାବି ରଖିଥିଲେ  । ଏକ ନୂତନ କମିଟି ଗଠନ କରି ଆନ୍ଦୋଳନର ପରବର୍ତ୍ତି ରୂପରେଖ ଉପରେ ସ୍ଥିର କରାଯାଇଛି  ।

   Related Posts